• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 21st Febryary 2025: ଆଜି ଏହି ରାଶିର ବ୍ୟକ୍ତି ବ୍ୟବସାୟରେ ଲାଭବାନ ହେବେ...

କୁମ୍ଭ ମାସ ଫାଲ୍‌ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୨୧ ତାରିଖ ଶୁକ୍ରବାର । ଚନ୍ଦ୍ର- ବିଛା ଅହୋରାତ୍ର,ତିଥି- ୮ମୀ ଦିବା ୧୧.୫୭ ଗତେ ୯ମୀଘାତଚନ୍ଦ୍ର- ନାସ୍ତି,ଘାତବାର- ବିଛା, ଧନୁ ଓ ମୀନ ରାଶିର,ପୁଷ୍କର ଦୋଷ- ନାସ୍ତି ।

Cancer

କର୍କଟ

Friday 21 Feb 2025

ପୁନର୍ବସୁ- ଚିନ୍ତା ନ କରି କାମରେ ମନ ଦିଅନ୍ତୁ, ମିତ୍ରମାନେ ସହଯୋଗର ହାତ ବଢ଼ାଇବେ। ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟରେ ଲାଭବାନ୍ ହେବେ । ଆପଣ ଅଯଥା ବ୍ୟସ୍ତତା ମଧ୍ୟରେ ସମୟ କଟାଇବେ।

ପୁଷ୍ୟା- ବସ୍ତ୍ରଭୂଷଣ ପ୍ରାପ୍ତି ଯୋଗ ରହିଛି । ପୁରୁଣା ସମସ୍ୟାଗୁଡ଼ିକ ତୁଟି ଯାଇଥିଲେ ମଧ୍ୟ ଆକସ୍ମିକ ଭାବେ ନୂତନ ସମସ୍ୟା ଦେଖାଦେବ । ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରନ୍ତୁ ।

ଅଶ୍ଳେଷା- ଜମିରେ ନିବେଶ ପାଇଁ ଭଲ ଦିନଟିଏ । କଳା ବିଦ୍ୟା ପ୍ରତି ଆଗ୍ରହ ସୃଷ୍ଟି ହୋଇପାରେ । ଘର ଓ ଦୋକାନର ମରାମତି ପାଇଁ ଆପଣ ଯୋଜନା କରିପାରିବେ ।

ପ୍ରତିକାର – ବରଗଛ ମୂଳରେ କିଛି କ୍ଷୀର ଢାଳି ଦିନଟି ଆରମ୍ଭ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :