କୁମ୍ଭ ମାସ ଫାଲ୍ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୨୧ ତାରିଖ ଶୁକ୍ରବାର । ଚନ୍ଦ୍ର- ବିଛା ଅହୋରାତ୍ର,ତିଥି- ୮ମୀ ଦିବା ୧୧.୫୭ ଗତେ ୯ମୀଘାତଚନ୍ଦ୍ର- ନାସ୍ତି,ଘାତବାର- ବିଛା, ଧନୁ ଓ ମୀନ ରାଶିର,ପୁଷ୍କର ଦୋଷ- ନାସ୍ତି ।
ମଘା- ଜୀବନ ସାଥିଙ୍କ ସହିତ ସମ୍ବନ୍ଧ ମଧୁର ରହିବ । ପ୍ରକୃତିର ଆନନ୍ଦ ନେବା ପାଇଁ ଆଗ୍ରହ ପ୍ରକାଶ କରିବେ । ପ୍ରଶାସନିକ କାମ ଧୈର୍ୟ୍ୟର ସହ କରନ୍ତୁ ।
ପୂ,ଫାଲଗୁନି- ରାଜନିତିରେ ସମର୍ଥନ ହ୍ରାସ ପାଇବ । ଆପଣଙ୍କର ଭଲ ବ୍ୟବହାରରେ ସହକର୍ମୀ ପ୍ରଭାବିତ ହେବେ । ଦୀର୍ଘ ଦିନର ଅପେକ୍ଷାରେ ଭଲ ସୁଯୋଗ ପାଇବେ ।
ଉ,ଫାଲଗୁନି- ଜମି କ୍ରୟ କରି ଖୁସି ରହିବେ । କୈାଣସି କଥାକୁ ନେଇ ଭାବୁକ ରହିବେ । ବ୍ୟବସାୟରେ ନୂଆ ସୁଯୋଗ ଓ କାମ ପାଇବେ । ଯେଉଁ କାମ କରିବାକୁ ଚାହିଁବେ ତାକୁ ମନପ୍ରାଣ ଢାଳି ପୂରା କରିଦେବେ
ପ୍ରତିକାର – ସୂର୍ୟ୍ୟକୁ ଜଳଦାନ କରି ଦିନ ଆରମ୍ଭ କରନ୍ତୁ
ଶୁଭ ରଙ୍ଗ :ନାରଙ୍ଗୀ
ଶୁଭ ସଂଖ୍ୟା :୧