• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 21st Febryary 2025: ଆଜି ଏହି ରାଶିର ବ୍ୟକ୍ତି ବ୍ୟବସାୟରେ ଲାଭବାନ ହେବେ...

କୁମ୍ଭ ମାସ ଫାଲ୍‌ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୨୧ ତାରିଖ ଶୁକ୍ରବାର । ଚନ୍ଦ୍ର- ବିଛା ଅହୋରାତ୍ର,ତିଥି- ୮ମୀ ଦିବା ୧୧.୫୭ ଗତେ ୯ମୀଘାତଚନ୍ଦ୍ର- ନାସ୍ତି,ଘାତବାର- ବିଛା, ଧନୁ ଓ ମୀନ ରାଶିର,ପୁଷ୍କର ଦୋଷ- ନାସ୍ତି ।

Virgo

କନ୍ୟା

Friday 21 Feb 2025

ଉ- ଫାଲ୍‌ଗୁନୀ- ପରିବହନ କ୍ଷେତ୍ରରେ ସମସ୍ୟା ସୃଷ୍ଟି ହୋଇପାରେ। ପରିବାରରେ କାହାର ସ୍ବାସ୍ଥ୍ୟ ସମସ୍ୟା ଯୋଗୁ ମାନସିକ ସୁସ୍ଥତା ବ୍ୟାହତ ହେବାର ସୂଚନା ରହିଛି । ପୂର୍ବ ଯୋଜନା ଅନୁଯାୟୀ କର୍ମରେ ନିଯୁକ୍ତ ହେବେ ଏବଂ ସଫଳତା ଅବଶ୍ୟ ପାଇବେ ।

ହସ୍ତା- ରାଜନୀତିରେ ବିରୋଧିଙ୍କ ପ୍ରତି ସାବଧାନ ରୁହନ୍ତୁ କ୍ଷ ସଭା ସମିତି ପ୍ରଭୁତିରୁ ଅଶ୍ୱସ୍ଥି ଲାଭ କରିବେ କ୍ଷ ସାମ୍ବାଦିକ କ୍ଷେତ୍ରରେ କାର‌୍ୟ୍ରତ ବ୍ୟକ୍ତି ମାନଙ୍କ ପାଇଁ ଭଲ ସମୟ ଆସିପାରେ

ଚିତ୍ରା- କଚେରୀ ମାମଲା ମାନସିକ ସ୍ଥିତିକୁ ବିଗାଡି ଦେଇପାରେ । ମହିଳା ମାନେ ନିଜର ବ୍ୟବହାର ପ୍ରତି ଧ୍ୟାନ ଦିଅନ୍ତୁ । ଛାତ୍ର ଛାତ୍ରୀ ମାନେ ପାଠ ପଢାରେ ଅନ୍ୟମନସ୍କ ହୋଇ ପାରନ୍ତି କ୍ଷ ଉଦ୍ଧିଷ୍ଟ କାର‌୍ୟ୍ୟ ସିଦ୍ଧି ହେବ

ପ୍ରତିକାର - ନୀଳ ରଙ୍ଗର ପୋଷାକ ବ୍ୟବହାର କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :