• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 21st Febryary 2025: ଆଜି ଏହି ରାଶିର ବ୍ୟକ୍ତି ବ୍ୟବସାୟରେ ଲାଭବାନ ହେବେ...

କୁମ୍ଭ ମାସ ଫାଲ୍‌ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୨୧ ତାରିଖ ଶୁକ୍ରବାର । ଚନ୍ଦ୍ର- ବିଛା ଅହୋରାତ୍ର,ତିଥି- ୮ମୀ ଦିବା ୧୧.୫୭ ଗତେ ୯ମୀଘାତଚନ୍ଦ୍ର- ନାସ୍ତି,ଘାତବାର- ବିଛା, ଧନୁ ଓ ମୀନ ରାଶିର,ପୁଷ୍କର ଦୋଷ- ନାସ୍ତି ।

Scorpio

ବିଛା

Friday 21 Feb 2025

ବିଶାଖା- ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବାରୁ ସାମୟିକ ଆନନ୍ଦିତ ରହିବେ । ପାରିବାରିକ ସହମତିରେ କାର‌୍ୟ୍ୟ ସିଦ୍ଧି ଘଟିପାରୋ ବନ୍ଧୁଙ୍କ ଠାରୁ ଆର୍ଥିକ ସହାୟତା ମିଳିପାରେ । କମ୍ ପରିଶ୍ରମ କରି ନିଜର ଉଦେଶ୍ୟ ହାସଲ କରିନେବେ

ଅନୁରାଧା- ଦୂରେଇ ଯାଇଥିବା ବନ୍ଧୁମାନେ ପୁଣି ନିକଟବର୍ତୀ ହେବେ । ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ । ଛାତ୍ରଛାତ୍ରୀ ମାନେ ଉଚ୍ଚଶିକ୍ଷା ଲାଭ ପାଇଁ ପ୍ରସ୍ତୁତ ହେବେ

ଜ୍ୟୋଷ୍ଠା- ଜେଲରୁ ଜାମିନ୍ ମିଳିପାରେ । କାମ ନିର୍ଦ୍ଧାରିତ ସମୟରେ ପୁରା କରିବା ପାଇଁ ଚେଷ୍ଟା କରିବେ । ଯାନ ବାହନ କିଣିବା ଲାଗି ଆଗ୍ରହ ପ୍ରକାଶ କରିବେ ।

ପ୍ରତିକାର – ନୃସିଂହଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :