କୁମ୍ଭ ମାସ ଫାଲ୍ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୨୧ ତାରିଖ ଶୁକ୍ରବାର । ଚନ୍ଦ୍ର- ବିଛା ଅହୋରାତ୍ର,ତିଥି- ୮ମୀ ଦିବା ୧୧.୫୭ ଗତେ ୯ମୀଘାତଚନ୍ଦ୍ର- ନାସ୍ତି,ଘାତବାର- ବିଛା, ଧନୁ ଓ ମୀନ ରାଶିର,ପୁଷ୍କର ଦୋଷ- ନାସ୍ତି ।
ଅଶ୍ୱନୀ- ବୃତିଗତ ଧନ୍ଦାରୁ ବୈଷୟିକ ଅଭିବୃଦ୍ଧି ଘଟିବ । ପରିବାରରେ ବାତାବରଣ ଶାନ୍ତିଦାୟକ ରହିବ । ବିବାହ ଯୋଗ୍ୟ ଯୁବକଙ୍କ ଲାଗି ବିବାହ ପ୍ରସ୍ତାବ ଆସିବ ।
ଦ୍ୱିଜା- ଯେଉଁ କାମ କରିବେ ତାହା ମନ ମୁତାବକ ସଂପୂର୍ଣ୍ଣ ହେବ । ଚାକିରି ଖୋଜୁଥିବା ଲୋକଙ୍କୁ ନିଯୁକ୍ତି ମିଳିବ । ପ୍ରିୟବନ୍ଧୁ ସହ କଥା ହୋଇ ଭଲ ଲାଗିବ ।
କୃତିକା- କାମରେ ଭଲ ପ୍ରଦର୍ଶନ ପାଇଁ ନୂଆ ଉଦ୍ୟମ କରିବେ । ବ୍ୟବସାୟୀଙ୍କ ଲାଗି ଦିନଟି ଲାଭପ୍ରଦ । ଜମିରେ ନିବେଶ କରନ୍ତୁ ଲାଭ ମିଳିବ । ଦୈନିକ କାର୍ୟ୍ୟସୂଚୀରେ ପରିବର୍ତନ କରିବେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ହନୁମାନଙ୍କର ଆରାଧନା କରନ୍ତୁ
ଶୁଭ ରଙ୍ଗ :ଲାଲ୍
ଶୁଭ ସଂଖ୍ୟା :୯