Daily Horoscope 21st January 2023: ଆଜି ଏହି ରାଶିର ବ୍ୟକ୍ତି ସାବଧାନ ରୁହନ୍ତୁ ! ଆକସ୍କିକ ଦୁର୍ଘଟଣା ହୋଇପାରେ
/odishatv-khabar/media/media_files/uploadimage/library/16_9/16_9_0/s_1674269443-514618.jpg)
ସୌର ମକର ମାସ ମାଘ ମାସ କୃଷ୍ଣପକ୍ଷ । ଇଂରାଜୀରେ ୨୧ ତାରିଖ, ଶନିବାର, ଚନ୍ଦ୍ର – ଧନୁ ଦିବା ୦୨.୫୨ ଗତେ ମକର ତିଥି - ଅମାବାସ୍ୟା ରାତ୍ରି ୦୨.୨୩ ଗତେ ପ୍ରତିପଦ ଘାତ ଚନ୍ଦ୍ର – ତୁଳା , କୁମ୍ଭ ଦିବା ୦୨.୫୨ ଗତେ ସିଂହ ଘାତ ବାର- ବୃଷ, ସିଂହ ଓ କନ୍ୟା ପୁଷ୍କର ଦୋଷ – ୧ ପାଦ- କୃଷିହାନି- ଭୂମିଦାନ ଦିବା ୦୯.୩୯ ଗତେ ୨ ପାଦ। ଜାଣନ୍ତୁ, ଆଜି କେମିତି କଟିବ ଆପଣଙ୍କ ଦିନ ଓ କ’ଣ ରହିଛି ଆପଣଙ୍କ ରାଶିରେ...
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
