• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 21st January 2023: ଆଜି ଏହି ରାଶିର ବ୍ୟକ୍ତି ସାବଧାନ ରୁହନ୍ତୁ ! ଆକସ୍କିକ ଦୁର୍ଘଟଣା ହୋଇପାରେ

ସୌର ମକର ମାସ ମାଘ ମାସ କୃଷ୍ଣପକ୍ଷ । ଇଂରାଜୀରେ ୨୧ ତାରିଖ, ଶନିବାର, ଚନ୍ଦ୍ର – ଧନୁ ଦିବା ୦୨.୫୨ ଗତେ ମକର ତିଥି - ଅମାବାସ୍ୟା ରାତ୍ରି ୦୨.୨୩ ଗତେ ପ୍ରତିପଦ ଘାତ ଚନ୍ଦ୍ର – ତୁଳା , କୁମ୍ଭ ଦିବା ୦୨.୫୨ ଗତେ ସିଂହ ଘାତ ବାର-  ବୃଷ, ସିଂହ ଓ କନ୍ୟା ପୁଷ୍କର ଦୋଷ – ୧ ପାଦ- କୃଷିହାନି- ଭୂମିଦାନ ଦିବା ୦୯.୩୯ ଗତେ ୨ ପାଦ। ଜାଣନ୍ତୁ, ଆଜି କେମିତି କଟିବ ଆପଣଙ୍କ ଦିନ ଓ କ’ଣ ରହିଛି ଆପଣଙ୍କ ରାଶିରେ...

Taurus

ବୃଷ

Saturday 21 Jan 2023

କୃତିକା-  ରୋଗୀମାନଙ୍କ ରୋଗ ପ୍ରାୟତଃ କମି ଯାଇପାରେ । ପରିସ୍ଥିତି ବଦଳି ଯିବା ଫଳରେ ଅଯଥା ହଇରାଣ ହୋଇପାରନ୍ତି । କୌଣସି କାର୍ଯ୍ୟର ସମାଧାନ ହୋଇଯିବ । ମାଙ୍ଗଳିକ  କାର୍ଯ୍ୟରେ ମନ ଯୋଗଦେବେ ।
ରୋହିଣୀ- ପରିବାରରେ ଚିନ୍ତା ବଢିପାରେ । ଚାକିରି କ୍ଷେତ୍ରରେ ପ୍ରାଧାନ୍ୟ ହ୍ରାସ ପାଇବେ । ମୋହରେ ପଡି ଅପଦସ୍ତ ହେବେ । ଆତ୍ମୀୟଙ୍କ ଦ୍ୱାରା ସମସ୍ୟାର ସମଧାନ ହୋଇଯିବ ।
ମୃଗଶିରା- ଶିକ୍ଷା କ୍ଷେତ୍ରରେ ଅଭିଜ୍ଞତା ବଢିବ । ସମ୍ପତି-ବାଡିକୁ ନେଇ ଅନେକ ପରିସ୍ଥିତି ଦେଖା ଦେଇପାରେ । ମହିଳାମାନଙ୍କୁ  ଅନେକ ଚାପରେ ଗତି କରିବାକୁ ପଡିପାରେ 

ପ୍ରତିକାର – ମା’ କମଳାଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :