• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 21st January 2023: ଆଜି ଏହି ରାଶିର ବ୍ୟକ୍ତି ସାବଧାନ ରୁହନ୍ତୁ ! ଆକସ୍କିକ ଦୁର୍ଘଟଣା ହୋଇପାରେ

ସୌର ମକର ମାସ ମାଘ ମାସ କୃଷ୍ଣପକ୍ଷ । ଇଂରାଜୀରେ ୨୧ ତାରିଖ, ଶନିବାର, ଚନ୍ଦ୍ର – ଧନୁ ଦିବା ୦୨.୫୨ ଗତେ ମକର ତିଥି - ଅମାବାସ୍ୟା ରାତ୍ରି ୦୨.୨୩ ଗତେ ପ୍ରତିପଦ ଘାତ ଚନ୍ଦ୍ର – ତୁଳା , କୁମ୍ଭ ଦିବା ୦୨.୫୨ ଗତେ ସିଂହ ଘାତ ବାର-  ବୃଷ, ସିଂହ ଓ କନ୍ୟା ପୁଷ୍କର ଦୋଷ – ୧ ପାଦ- କୃଷିହାନି- ଭୂମିଦାନ ଦିବା ୦୯.୩୯ ଗତେ ୨ ପାଦ। ଜାଣନ୍ତୁ, ଆଜି କେମିତି କଟିବ ଆପଣଙ୍କ ଦିନ ଓ କ’ଣ ରହିଛି ଆପଣଙ୍କ ରାଶିରେ...

Aquarius

କୁମ୍ଭ

Saturday 21 Jan 2023

ଧନିଷ୍ଠା- ରୋଗରୁ ରକ୍ଷା ପାଇପାରିବେ । ବୃତ୍ତିରେ ଉନ୍ନତି ଆଣିବା ପାଇଁ ଅନେକ ସୁଯୋଗ ଉପଭୋଗ କରିବେ l ଆପଣଙ୍କର ପ୍ରେମ ଜୀବନ ଅଧିକ ରୋମାଞ୍ଚକର ହେବ l ସକରାତ୍ମକ ଫଳାଫଳ ଅନୁଭବ କରିବେ
ଶତଭିଷା- ସମ୍ମାନ ଏବଂ ପ୍ରତିଷ୍ଠା ବୃଦ୍ଧି ପାଇବ l ଆପଣ ଏକ ନୂତନ କାର୍ଯ୍ୟ ଆରମ୍ଭ କରିବେ। ଉଚ୍ଚଶିକ୍ଷାକୁ ପ୍ରାଥମିକତା ଦେବେ l ଆପଣଙ୍କର ଆୟ ବୃଦ୍ଧି କରିବାର ଅନେକ ସମ୍ଭାବନା ରହିଛି। 
ପୂ,  ଭାଦ୍ରପଦ- ଆପଣଙ୍କ ସାଥୀଙ୍କୁ ଅଧିକ ସମର୍ଥନ କରନ୍ତୁ l ଆପଣ ସର୍ବଦା ନିଜର ଭବିଷ୍ୟତକୁ ଧ୍ୟାନରେ ରଖି କାର୍ଯ୍ୟ କରିବା ଉଚିତ l ଆପଣ ନିଜ ପାଇଁ କୌଣସି ସମ୍ପତ୍ତି ବିନିଯୋଗ କିମ୍ବା କ୍ରୟ କରିବେ ।

ପ୍ରତିକାର – ଦକ୍ଷିଣ କାଳିଙ୍କ ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :