• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 21st January 2023: ଆଜି ଏହି ରାଶିର ବ୍ୟକ୍ତି ସାବଧାନ ରୁହନ୍ତୁ ! ଆକସ୍କିକ ଦୁର୍ଘଟଣା ହୋଇପାରେ

ସୌର ମକର ମାସ ମାଘ ମାସ କୃଷ୍ଣପକ୍ଷ । ଇଂରାଜୀରେ ୨୧ ତାରିଖ, ଶନିବାର, ଚନ୍ଦ୍ର – ଧନୁ ଦିବା ୦୨.୫୨ ଗତେ ମକର ତିଥି - ଅମାବାସ୍ୟା ରାତ୍ରି ୦୨.୨୩ ଗତେ ପ୍ରତିପଦ ଘାତ ଚନ୍ଦ୍ର – ତୁଳା , କୁମ୍ଭ ଦିବା ୦୨.୫୨ ଗତେ ସିଂହ ଘାତ ବାର-  ବୃଷ, ସିଂହ ଓ କନ୍ୟା ପୁଷ୍କର ଦୋଷ – ୧ ପାଦ- କୃଷିହାନି- ଭୂମିଦାନ ଦିବା ୦୯.୩୯ ଗତେ ୨ ପାଦ। ଜାଣନ୍ତୁ, ଆଜି କେମିତି କଟିବ ଆପଣଙ୍କ ଦିନ ଓ କ’ଣ ରହିଛି ଆପଣଙ୍କ ରାଶିରେ...

Pisces

ମୀନ

Saturday 21 Jan 2023

ପୂ, ଭାଦ୍ରପଦ- ଶାରୀରିକ ଅବସ୍ଥାରେ ସନ୍ତୁଳନ ପାଇବେ l ଭଲ ପାଉଥିବା ଲୋକଙ୍କ ସହିତ ଆପଣ ସମୟ ବିତାଇବେ । ନିଜର ବନ୍ଧନକୁ ଦୃଢ଼ କରିବା ପାଇଁ  ପ୍ରୟାସ କରିବେ l ଯଦି ଆପଣ ଏକ ନୂତନ ବ୍ୟବସାୟ ଆରମ୍ଭ କରନ୍ତି, ତେବେ ଫଳାଫଳ ଅନୁକୂଳ ହେବ l
ଉ, ଭାଦ୍ରପଦ- ଆପଣଙ୍କର ବ୍ୟକ୍ତିତ୍ୱ ପ୍ରତ୍ୟେକ କ୍ଷେତ୍ରରେ ବିକାଶ ହେବ l ପରୀକ୍ଷାର୍ଥୀମାନେ ଶ୍ରେଷ୍ଠ ପ୍ରଦର୍ଶନକାରୀ ହେବାର ସମ୍ଭାବନା ଅଧିକ ଦେଖାଦେବ।  
ରେବତୀ- ନିଜ ଜୀବନକୁ ସୁସଂଗଠିତ ରଖିବା ପାଇଁ ନିଜର ଦକ୍ଷତା ବିକାଶ କରିବା ଆବଶ୍ୟକ l ସରକାରୀ କ୍ଷେତ୍ରର କର୍ମଚାରୀଙ୍କ ଦରମା ବୃଦ୍ଧି ପାଇପାରେ l ମହିଳାମାନେ କାର୍ଯ୍ୟ ବ୍ୟସ୍ତ ରହି ପାରନ୍ତି ।

ପ୍ରତିକାର – ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ  କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :