ସୌର ମକର ମାସ ମାଘ ମାସ କୃଷ୍ଣପକ୍ଷ । ଇଂରାଜୀରେ ୨୧ ତାରିଖ, ଶନିବାର, ଚନ୍ଦ୍ର – ଧନୁ ଦିବା ୦୨.୫୨ ଗତେ ମକର ତିଥି - ଅମାବାସ୍ୟା ରାତ୍ରି ୦୨.୨୩ ଗତେ ପ୍ରତିପଦ ଘାତ ଚନ୍ଦ୍ର – ତୁଳା , କୁମ୍ଭ ଦିବା ୦୨.୫୨ ଗତେ ସିଂହ ଘାତ ବାର- ବୃଷ, ସିଂହ ଓ କନ୍ୟା ପୁଷ୍କର ଦୋଷ – ୧ ପାଦ- କୃଷିହାନି- ଭୂମିଦାନ ଦିବା ୦୯.୩୯ ଗତେ ୨ ପାଦ। ଜାଣନ୍ତୁ, ଆଜି କେମିତି କଟିବ ଆପଣଙ୍କ ଦିନ ଓ କ’ଣ ରହିଛି ଆପଣଙ୍କ ରାଶିରେ...
ମୃଗଶିରା- ଶରୀରରେ ଆଘାତ ପାଇ ପାରନ୍ତି । ଆପଣଙ୍କର ବନ୍ଧୁ ସଂଖ୍ୟା ବଢିପାରନ୍ତି । ଗୃହ କାର୍ଯ୍ୟରେ ଆଗ୍ରହ ବଢିବ । ବ୍ୟବସାୟରେ ଅଭିବୃଦ୍ଧି ଘଟିପାରେ ।
ଆଦ୍ରା- କର୍ମକ୍ଷେତ୍ରରେ ଯେଉଁଭଳି ପରିସ୍ଥିତି ଆସିଲେ ମଧ୍ୟ ଆପଣ ସମ୍ଭାଳି ନେବେ । ରାଜନୀତିରେ ଭଲ ସୁଯୋଗର ଉପଯୋଗ କରିବେ । ଆର୍ଥିକ ଅବସ୍ଥାରେ ଉନ୍ନତି ଘଟିବ ।
ପୁନର୍ବସୁ- ଧନାଦିରେ ଅଭିବୃଦ୍ଧି ଘଟିପାରେ । ଶିକ୍ଷାକ୍ଷେତ୍ରରେ ବିଶୃଙ୍ଖଳା ଉପୁଜିପାରେ । କୋର୍ଟର ନିଷ୍ପତ୍ତି ବଦଳି ଯାଇପାରେ । ମହିଳାମାନଙ୍କୁ ଅଧିକ ପରିଶ୍ରମ କରିବାକୁ ପଡିପାରେ ।
ପ୍ରତିକାର – ମା ବିରଜାଙ୍କର ଆରଧନା କରନ୍ତୁ
ଶୁଭ ରଙ୍ଗ :ସବୁଜ
ଶୁଭ ସଂଖ୍ୟା :୫