• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 21st January 2023: ଆଜି ଏହି ରାଶିର ବ୍ୟକ୍ତି ସାବଧାନ ରୁହନ୍ତୁ ! ଆକସ୍କିକ ଦୁର୍ଘଟଣା ହୋଇପାରେ

ସୌର ମକର ମାସ ମାଘ ମାସ କୃଷ୍ଣପକ୍ଷ । ଇଂରାଜୀରେ ୨୧ ତାରିଖ, ଶନିବାର, ଚନ୍ଦ୍ର – ଧନୁ ଦିବା ୦୨.୫୨ ଗତେ ମକର ତିଥି - ଅମାବାସ୍ୟା ରାତ୍ରି ୦୨.୨୩ ଗତେ ପ୍ରତିପଦ ଘାତ ଚନ୍ଦ୍ର – ତୁଳା , କୁମ୍ଭ ଦିବା ୦୨.୫୨ ଗତେ ସିଂହ ଘାତ ବାର-  ବୃଷ, ସିଂହ ଓ କନ୍ୟା ପୁଷ୍କର ଦୋଷ – ୧ ପାଦ- କୃଷିହାନି- ଭୂମିଦାନ ଦିବା ୦୯.୩୯ ଗତେ ୨ ପାଦ। ଜାଣନ୍ତୁ, ଆଜି କେମିତି କଟିବ ଆପଣଙ୍କ ଦିନ ଓ କ’ଣ ରହିଛି ଆପଣଙ୍କ ରାଶିରେ...

Cancer

କର୍କଟ

Saturday 21 Jan 2023

ପୁନର୍ବସୁ- ମାନସିକ ଉତ୍ତେଜନା ଭୋଗିବେ । ଆପଣଙ୍କ ଚିନ୍ତାଧାରାକୁ ବଦଳାଇ ବ୍ୟବସାୟରେ ଲାଭବାନ୍ ହେବାକୁ ଚେଷ୍ଟା କରିବେ । କାର୍ଯ୍ୟକ୍ଷେତ୍ରରେ କାର୍ଯ୍ୟ ସିଦ୍ଧି ଲାଭ଼ କରିବେ ।
ପୁଷ୍ୟା- ବ୍ୟୟ ଅଧିକ ହେଲେ ବି ଆୟ ସଂଖ୍ୟା ବଢିପାରେ । କୌଣସି କାର୍ଯ୍ୟରେ ବିଚଳିତ ହୁଅନ୍ତୁ ନାହିଁ । ରାଜନୀତିରେ ବିବାଦ ଦେଖାଦେଲେ ବି ପରେ ସମାଧାନ ହୋଇଯିବ ।
ଅଶ୍ଳେଷା-  ସମ୍ପତ୍ତି କ୍ରୟ କରିବାର ସୁଯୋଗ ପାଇବେ । ଛାତ୍ରଛାତ୍ରୀମାନେ ପଢାରେ ଅବେହଳା କରି ପାରନ୍ତି । ମହିଳାମାନଙ୍କ ମନୋବଳ ବୃଦ୍ଧି ଘଟିବ । 

ପ୍ରତିକାର – ମା ଭୁବନେଶୂରୀ ଯନ୍ତ୍ରିକା ମହାକବଚ ଧାରଣ କରିପାରନ୍ତି

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :