• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 21st January 2023: ଆଜି ଏହି ରାଶିର ବ୍ୟକ୍ତି ସାବଧାନ ରୁହନ୍ତୁ ! ଆକସ୍କିକ ଦୁର୍ଘଟଣା ହୋଇପାରେ

ସୌର ମକର ମାସ ମାଘ ମାସ କୃଷ୍ଣପକ୍ଷ । ଇଂରାଜୀରେ ୨୧ ତାରିଖ, ଶନିବାର, ଚନ୍ଦ୍ର – ଧନୁ ଦିବା ୦୨.୫୨ ଗତେ ମକର ତିଥି - ଅମାବାସ୍ୟା ରାତ୍ରି ୦୨.୨୩ ଗତେ ପ୍ରତିପଦ ଘାତ ଚନ୍ଦ୍ର – ତୁଳା , କୁମ୍ଭ ଦିବା ୦୨.୫୨ ଗତେ ସିଂହ ଘାତ ବାର-  ବୃଷ, ସିଂହ ଓ କନ୍ୟା ପୁଷ୍କର ଦୋଷ – ୧ ପାଦ- କୃଷିହାନି- ଭୂମିଦାନ ଦିବା ୦୯.୩୯ ଗତେ ୨ ପାଦ। ଜାଣନ୍ତୁ, ଆଜି କେମିତି କଟିବ ଆପଣଙ୍କ ଦିନ ଓ କ’ଣ ରହିଛି ଆପଣଙ୍କ ରାଶିରେ...

Virgo

କନ୍ୟା

Saturday 21 Jan 2023

ଉ- ଫାଲ୍‌ଗୁନୀ- ଆକସ୍ମିକ ଦୁର୍ଘଟଣା ଘଟିପାରେ , ତେଣୁ ସାବଧାନ ରୁହନ୍ତୁ । ମନକୁ ସ୍ଥିର କରି ନୂଆ ବ୍ୟବସାୟ ଆରମ୍ଭ କରିବେ । କର୍ମକ୍ଷେତ୍ରରେ ନିଜ ପ୍ରତିଭାର ପ୍ରମାଣ ଦେଇ ଆଗକୁ ବଢିବେ । 
ହସ୍ତା- ପିଲାଦିନର ବନ୍ଧୁଙ୍କ ସହୟତା ମିଳିପାରେ । ରାଜନୀତିରେ ସମର୍ଥନ ହ୍ରାସ ପାଇପାରିବେ ।  ଛାତ୍ରଛାତ୍ରୀମାନେ ପଢାରେ ଅବେହଳା କରି ଦୁଃଖ ପ୍ରକାଶ କରିବେ । 
ଚିତ୍ରା- ଆୟର ପନ୍ଥା ଖୋଲିଯିବ । ଯାନବାହାନ କରିବାରେ ଆଗ୍ରହ ବଢିବ ।  ମହିଳାମାନେ ମନରେ ବ୍ୟାକୁଳତା ଅନୁଭବ କରିବେ । 

ପ୍ରତିକାର -   ନୃସିଂଙ୍କର  ଗାୟିତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :