• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 21st January 2023: ଆଜି ଏହି ରାଶିର ବ୍ୟକ୍ତି ସାବଧାନ ରୁହନ୍ତୁ ! ଆକସ୍କିକ ଦୁର୍ଘଟଣା ହୋଇପାରେ

ସୌର ମକର ମାସ ମାଘ ମାସ କୃଷ୍ଣପକ୍ଷ । ଇଂରାଜୀରେ ୨୧ ତାରିଖ, ଶନିବାର, ଚନ୍ଦ୍ର – ଧନୁ ଦିବା ୦୨.୫୨ ଗତେ ମକର ତିଥି - ଅମାବାସ୍ୟା ରାତ୍ରି ୦୨.୨୩ ଗତେ ପ୍ରତିପଦ ଘାତ ଚନ୍ଦ୍ର – ତୁଳା , କୁମ୍ଭ ଦିବା ୦୨.୫୨ ଗତେ ସିଂହ ଘାତ ବାର-  ବୃଷ, ସିଂହ ଓ କନ୍ୟା ପୁଷ୍କର ଦୋଷ – ୧ ପାଦ- କୃଷିହାନି- ଭୂମିଦାନ ଦିବା ୦୯.୩୯ ଗତେ ୨ ପାଦ। ଜାଣନ୍ତୁ, ଆଜି କେମିତି କଟିବ ଆପଣଙ୍କ ଦିନ ଓ କ’ଣ ରହିଛି ଆପଣଙ୍କ ରାଶିରେ...

Libra

ତୁଳା

Saturday 21 Jan 2023

ଚିତ୍ରା-  କୌଣସି କାରଣରୁ ମନରେ ଭୟ ଆସିପାରେ । ଆମୋଦ, ପ୍ରମୋଦରେ ଦିନ କଟିବ । ଧର୍ମ ଭାବନାରୁ ଶାନ୍ତି ମିଳିବ । କର୍ମକ୍ଷେତ୍ରରେ ସହକର୍ମୀଙ୍କର ସହାୟତା ଲୋଡିବେ ।
ସ୍ୱାତୀ- ପାରିବାରିକ ବୁଝାବଣା ବଢିବ । ଲୋକମାନଙ୍କ ସେବା କରିବାରେ ମନ ବଳାଇବେ । ବନ୍ଧୁ ସହାୟତା ମିଳିବ ।  ରାଜନୀତିରେ ହଠାତ୍ ନିର୍ଣ୍ଣୟ ନେବାକୁ ପଡିପାରେ ।
ବିଶାଖା- ଶତ୍ରୁଙ୍କର ସମ୍ମୁଖୀନ ହୋଇପାରନ୍ତି । ହଜି ଯାଇଥିବା ଦ୍ରବ୍ୟର ସନ୍ଧାନ ମିଳିବ । ଅଯଥା କୋର୍ଟ ମାମଲାରେ ଫସି ଯାଇ ହଇରାଣ ହୋଇପାରନ୍ତି ।

ପ୍ରତିକାର – ଶ୍ରୀ ଭାର୍ଗବୀଙ୍କ ଫଟକୁ ପୂଜା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :