• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 21st January 2023: ଆଜି ଏହି ରାଶିର ବ୍ୟକ୍ତି ସାବଧାନ ରୁହନ୍ତୁ ! ଆକସ୍କିକ ଦୁର୍ଘଟଣା ହୋଇପାରେ

ସୌର ମକର ମାସ ମାଘ ମାସ କୃଷ୍ଣପକ୍ଷ । ଇଂରାଜୀରେ ୨୧ ତାରିଖ, ଶନିବାର, ଚନ୍ଦ୍ର – ଧନୁ ଦିବା ୦୨.୫୨ ଗତେ ମକର ତିଥି - ଅମାବାସ୍ୟା ରାତ୍ରି ୦୨.୨୩ ଗତେ ପ୍ରତିପଦ ଘାତ ଚନ୍ଦ୍ର – ତୁଳା , କୁମ୍ଭ ଦିବା ୦୨.୫୨ ଗତେ ସିଂହ ଘାତ ବାର-  ବୃଷ, ସିଂହ ଓ କନ୍ୟା ପୁଷ୍କର ଦୋଷ – ୧ ପାଦ- କୃଷିହାନି- ଭୂମିଦାନ ଦିବା ୦୯.୩୯ ଗତେ ୨ ପାଦ। ଜାଣନ୍ତୁ, ଆଜି କେମିତି କଟିବ ଆପଣଙ୍କ ଦିନ ଓ କ’ଣ ରହିଛି ଆପଣଙ୍କ ରାଶିରେ...

Capricorn

ମକର

Saturday 21 Jan 2023

ଉ, ଷାଢା- ଭଲ ଶାରୀରିକ ଏବଂ ମାନସିକ ସ୍ୱାସ୍ଥ୍ୟ ବଜାୟ ରଖିବେ। ଘରେ ଆରାମ କରିବାକୁ ଆପଣଙ୍କ ପାଖରେ ପ୍ରଚୁର ସମୟ ମିଳିବ l ବ୍ୟକ୍ତିଗତ ଏବଂ ବୃତ୍ତିଗତ ଜୀବନରେ ଅଧିକ ନିରାପଦ ଅନୁଭବ କରିବେ 
ଶ୍ରବଣା- ଲକ୍ଷ୍ୟ ହାସଲ କରିବାକୁ ଅଧିକ ପରିଶ୍ରମ କରିବାକୁ ପଡିପାରେ   l ଆପଣଙ୍କୁ ଅତିରିକ୍ତ ଖର୍ଚ୍ଚ ମଧ୍ୟ କରିବାକୁ ପଡ଼ିପାରେ l ଛାତ୍ରମାନେ ଅଧିକ ପରିଶ୍ରମ କରି ସେମାନଙ୍କର ଆତ୍ମବିଶ୍ୱାସ ବଢିବ ।
ଧନିଷ୍ଠା- ଆପଣଙ୍କର ମନ ଦୃଢ଼ ହେବ। ଆପଣ ଅଭିଜ୍ଞତା ଅର୍ଜନ କରିବେ, ଯାହା ଫଳପ୍ରଦ ଏବଂ ମୂଲ୍ୟବାନ ପ୍ରମାଣିତ ହେବ l ପ୍ରତ୍ୟେକ ବାଧାବିଘ୍ନକୁ ଦୂର କରିବାରେ ସକ୍ଷମ ହେବେ ।

ପ୍ରତିକାର – ସୂର୍ଯ୍ୟ ଦେବତାଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :