• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 21st July 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ଯାନବାହାନ କ୍ରୟ କରିବାର ଯୋଗ ଅଛି

ସୌର କର୍କଟ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୨୧ ତାରିଖ ରବିବାର। ଚନ୍ଦ୍ର- ଧନୁ ପ୍ରାତଃ ୦୭.୨୭ ଗତେ ମକର। ତିଥି- ପୂର୍ଣ୍ଣିମା ଦିବା ୦୩.୪୭ ଗତେ ପ୍ରତିପଦ। ଘାତଚନ୍ଦ୍ର- ତୁଳା ଓ କୁମ୍ଭ ରାଶିର , ପ୍ରାତଃ ୦୭.୨୬ ଗତେ ସିଂହ ରାଶିର। ଘାତବାର- ମେଷ ରାଶିର। ପୁଷ୍କର ଦୋଷ- ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ରାତ୍ରି ୧୨.୧୩ ଗତେ ୧ ପାଦ-କୃଷିହାନି-ଭୂମିଦାନ।

Aries

ମେଷ

Sunday 21 Jul 2024

ଅଶ୍ୱିନୀ- ସ୍ୱାସ୍ଥ୍ୟ ସୁସ୍ଥ ରହିବ । ପରିବାରରେ ବାତାବରଣ ଶାନ୍ତିଦାୟକ ରହିବ । ବିବାହ ଯୋଗ୍ୟ ଯୁବକଙ୍କ ଲାଗି ବିବାହ ପ୍ରସ୍ତାବ ଆସିବ ।

ଦ୍ୱିଜା- ରାଜନୀତିରେ ପ୍ରତିଷ୍ଠା ଅର୍ଜନ କରିବେ । ପରୀକ୍ଷାରେ ସଫଳତାଦି ଅଭିଳାଷା ପୂର୍ଣ୍ଣତା ଲାଭ କରିବ । ଯୋଗ୍ୟତା ଅନୁସାରେ କୌଣସି ଉଚ୍ଚ ପଦବୀ ମିଳିପାରେ ।

କୃତିକା- କାମରେ ଭଲ ପ୍ରଦର୍ଶନ ପାଇଁ ନୂଆ ଉଦ୍ୟମ କରିବେ । ବ୍ୟବସାୟୀଙ୍କ ଲାଗି ଦିନଟି ଲାଭପ୍ରଦ । ଜମିରେ ନିବେଶ କରନ୍ତୁ ଲାଭ ମିଳିବ । ଦୈନିକ କାର୍ଯ୍ୟସୂଚୀରେ ପରିବର୍ତନ କରିବେ ।

ପ୍ରତିକାର - ସୂର୍ଯ୍ୟ ଦେବତାଙ୍କୁ ମନ୍ଦାର ଫୁଲ ଅର୍ପଣ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :