• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 21st July 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ଯାନବାହାନ କ୍ରୟ କରିବାର ଯୋଗ ଅଛି

ସୌର କର୍କଟ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୨୧ ତାରିଖ ରବିବାର। ଚନ୍ଦ୍ର- ଧନୁ ପ୍ରାତଃ ୦୭.୨୭ ଗତେ ମକର। ତିଥି- ପୂର୍ଣ୍ଣିମା ଦିବା ୦୩.୪୭ ଗତେ ପ୍ରତିପଦ। ଘାତଚନ୍ଦ୍ର- ତୁଳା ଓ କୁମ୍ଭ ରାଶିର , ପ୍ରାତଃ ୦୭.୨୬ ଗତେ ସିଂହ ରାଶିର। ଘାତବାର- ମେଷ ରାଶିର। ପୁଷ୍କର ଦୋଷ- ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ରାତ୍ରି ୧୨.୧୩ ଗତେ ୧ ପାଦ-କୃଷିହାନି-ଭୂମିଦାନ।

Taurus

ବୃଷ

Sunday 21 Jul 2024

କୃତିକା- ସ୍ୱାସ୍ଥ୍ୟ ପୂର୍ବ ଅପେକ୍ଷା ଭଲ ରହିବ । ବ୍ୟବସାୟରେ ନୂଆ ଗୋଷ୍ଠୀ ସହିତ ଯୋଡି ହେବା ପାଇଁ ଚେଷ୍ଟା କରିବେ । କର୍ମକ୍ଷେତ୍ରରେ ସହକର୍ମୀମାନେ ସହଯୋଗର ହାତ ବଢାଇବେ ।

ରୋହିଣୀ- ରାଜନୀତିରେ ପଦମର୍ଯ୍ୟଦା ବୃଦ୍ଧି ପାଇବ । ବନ୍ଧୁଙ୍କ ନିକଟରୁ ଆଶା କରୁଥିବା ଶୁଭ ଖବର ଶୁଣି ଖୁସି ହେବେ । ସାମ୍ବାଦିକତା କ୍ଷେତ୍ରରେ ପ୍ରଂଶସା ସାଉଟିବେ । ଶିକ୍ଷାର୍ଥୀମାନେ ପଢାରେ ସଫଳତା ପାଇବେ ।

ମୃଗଶିରା-ଯାନବାହନ କରିବାରେ ଆଗ୍ରହ ବଢିବ । ମହିଳାମାନେ କୈାଣସି କଥାରେ ମନରେ ବ୍ୟାକୁଳତା ଅନୁଭବ କରିବେ । ଆକସ୍ମିକ ଦୁର୍ଘଟଣା ଘଟିପାରେ, ତେଣୁ ସାବଧାନ ରୁହନ୍ତୁ ।

ପ୍ରତିକାର – ଭାର୍ଗବୀଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :