• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 21st July 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ଯାନବାହାନ କ୍ରୟ କରିବାର ଯୋଗ ଅଛି

ସୌର କର୍କଟ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୨୧ ତାରିଖ ରବିବାର। ଚନ୍ଦ୍ର- ଧନୁ ପ୍ରାତଃ ୦୭.୨୭ ଗତେ ମକର। ତିଥି- ପୂର୍ଣ୍ଣିମା ଦିବା ୦୩.୪୭ ଗତେ ପ୍ରତିପଦ। ଘାତଚନ୍ଦ୍ର- ତୁଳା ଓ କୁମ୍ଭ ରାଶିର , ପ୍ରାତଃ ୦୭.୨୬ ଗତେ ସିଂହ ରାଶିର। ଘାତବାର- ମେଷ ରାଶିର। ପୁଷ୍କର ଦୋଷ- ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ରାତ୍ରି ୧୨.୧୩ ଗତେ ୧ ପାଦ-କୃଷିହାନି-ଭୂମିଦାନ।

Aquarius

କୁମ୍ଭ

Sunday 21 Jul 2024

ଧନିଷ୍ଠା- ପ୍ରେମ ସମ୍ପର୍କରେ ଦୃଢତା ଆସିପାରେ । ବ୍ୟବସାୟରେ ଉନ୍ନ୍‌ତି କରିବେ । ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବେ ।

ଶତଭିଷା- ପରିବାରରେ ଭୁଲ୍ ବୁଝାମଣା ହେତୁ ପରିସ୍ଥିତି ଗମ୍ଭୀର ରହିବ। କର୍ମକ୍ଷେତ୍ରରେ ଭଲ କଲେ ମଧ୍ୟ ସହକର୍ମୀଙ୍କ ପରୋକ୍ଷ ଶତ୍ରୁତା ଯୋଗୁ ବିଚଳିତବୋଧ କରିବେ। ରାଜନୈତିକ ସ୍ତରରେ ଲୋକସମ୍ପର୍କ ବୃଦ୍ଧି ପାଇବ।

ପୂ,ଭାଦ୍ରପଦ- ଯାତ୍ରାରେ ଜିନିଷ ପତ୍ର ପ୍ରତି ସତର୍କ ରୁହନ୍ତୁ। କୌଣସି ସମସ୍ୟା ମନକୁ ବାରମ୍ବାର ଆନ୍ଦୋଳିତ କରିପାରେ । ମାଲି ମକଦ୍ଦମା ଫଇସଲା ହେବାର ସମ୍ଭାବନା ରହିଛି।

ପ୍ରତିକାର – ରାହୁଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :