• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 21st July 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ଯାନବାହାନ କ୍ରୟ କରିବାର ଯୋଗ ଅଛି

ସୌର କର୍କଟ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୨୧ ତାରିଖ ରବିବାର। ଚନ୍ଦ୍ର- ଧନୁ ପ୍ରାତଃ ୦୭.୨୭ ଗତେ ମକର। ତିଥି- ପୂର୍ଣ୍ଣିମା ଦିବା ୦୩.୪୭ ଗତେ ପ୍ରତିପଦ। ଘାତଚନ୍ଦ୍ର- ତୁଳା ଓ କୁମ୍ଭ ରାଶିର , ପ୍ରାତଃ ୦୭.୨୬ ଗତେ ସିଂହ ରାଶିର। ଘାତବାର- ମେଷ ରାଶିର। ପୁଷ୍କର ଦୋଷ- ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ରାତ୍ରି ୧୨.୧୩ ଗତେ ୧ ପାଦ-କୃଷିହାନି-ଭୂମିଦାନ।

Pisces

ମୀନ

Sunday 21 Jul 2024

ପୂ,ଭାଦ୍ରପଦ- ମଧୁର କଥାରେ ପରକୁ ଆପଣାର କରିପାରନ୍ତି । ଥଣ୍ଡାଜନିତ ଅସୁସ୍ଥତା ଅନୁଭବ କରିବେ । ବ୍ୟବସାୟରେ ଲାଭଜନକ ହେବ । ରହୁଥିବା ସ୍ଥାନ ପରିବର୍ତନ କରିପାରନ୍ତି

ଉ,ଭାଦ୍ରପଦ- ଚାକିରୀରେ କର୍ମତତ୍‌ପର ରହି ସମସ୍ତଙ୍କର ପ୍ରିୟ ପାତ୍ର ହୋଇପାରିବେ । ରାଜନୀତିରେ ଦୁଃଶାହସିକ ପଦକ୍ଷପ ଗ୍ରହଣ କରିବେ । ଖଳ ଲୋକଙ୍କ ଦ୍ୱାରା କ୍ଷତିଗ୍ରସ୍ତ ହୋଇପାରନ୍ତି ।

ରେବତୀ- ଆପଣଙ୍କର କ୍ରୀଡା କାର‌୍ୟ୍ୟକଳାପକୁ ପୁନଃ ଆରମ୍ଭ କରିବା ପାଇଁ ଚେଷ୍ଟା କରିବେ । ଆପଣ ବାଧାବିଘ୍ନର ସମ୍ମୁଖୀନ ହୋଇପାରନ୍ତି । ଆପଣ ବୁଦ୍ଧିମାନ ଭାବରେ ବିଚାର କରିବାରେ ସକ୍ଷମ ହେବ।

ପ୍ରତିକାର – ସକାଳୁ ଉଠି ଗୁରୁଜନ।ମାନଙ୍କୁ ପ୍ରଣାମ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :