• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 21st July 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ଯାନବାହାନ କ୍ରୟ କରିବାର ଯୋଗ ଅଛି

ସୌର କର୍କଟ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୨୧ ତାରିଖ ରବିବାର। ଚନ୍ଦ୍ର- ଧନୁ ପ୍ରାତଃ ୦୭.୨୭ ଗତେ ମକର। ତିଥି- ପୂର୍ଣ୍ଣିମା ଦିବା ୦୩.୪୭ ଗତେ ପ୍ରତିପଦ। ଘାତଚନ୍ଦ୍ର- ତୁଳା ଓ କୁମ୍ଭ ରାଶିର , ପ୍ରାତଃ ୦୭.୨୬ ଗତେ ସିଂହ ରାଶିର। ଘାତବାର- ମେଷ ରାଶିର। ପୁଷ୍କର ଦୋଷ- ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ରାତ୍ରି ୧୨.୧୩ ଗତେ ୧ ପାଦ-କୃଷିହାନି-ଭୂମିଦାନ।