• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 21st July 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ଯାନବାହାନ କ୍ରୟ କରିବାର ଯୋଗ ଅଛି

ସୌର କର୍କଟ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୨୧ ତାରିଖ ରବିବାର। ଚନ୍ଦ୍ର- ଧନୁ ପ୍ରାତଃ ୦୭.୨୭ ଗତେ ମକର। ତିଥି- ପୂର୍ଣ୍ଣିମା ଦିବା ୦୩.୪୭ ଗତେ ପ୍ରତିପଦ। ଘାତଚନ୍ଦ୍ର- ତୁଳା ଓ କୁମ୍ଭ ରାଶିର , ପ୍ରାତଃ ୦୭.୨୬ ଗତେ ସିଂହ ରାଶିର। ଘାତବାର- ମେଷ ରାଶିର। ପୁଷ୍କର ଦୋଷ- ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ରାତ୍ରି ୧୨.୧୩ ଗତେ ୧ ପାଦ-କୃଷିହାନି-ଭୂମିଦାନ।

Gemini

ମିଥୁନ

Sunday 21 Jul 2024

ମୃଗଶିରା- ପରିବାରରେ ଖୁସିର ବାତାବରଣ ସୃଷ୍ଟି ହେବ । ବନ୍ଧୁଙ୍କଠାରୁ ଆର୍ଥିକ ସହାୟତା ମିଳିପାରେ । ଯାନବାହନ, ବ୍ୟବସାୟରେ ସଫଳତା ଲାଭ କରିବେ ।

ଆଦ୍ରା- ପ୍ରତିଯୋଗିତାମୂଳକ ପରୀକ୍ଷାରେ ସଫଳତା ପାଇବେ । ଇଂଜିନିୟରଙ୍କୁ ବଡ କଂପାନୀରେ ଚାକିରିରେ ପ୍ରସ୍ତାବ ମିଳିପାରେ । କୌଣସି ଜରୁରୀ ଯୋଜନା ସଫଳ ହେବ ।

ପୁନର୍ବସୁ- ଆପଣଙ୍କ ପ୍ରତି ଉଚ୍ଚ ଅଧିକାରୀଙ୍କ ବ୍ୟବହାର ସକରାତ୍ମକ ରହିବ । ଭୂ-ସମ୍ପତ୍ତି କିଣିବା ପୂର୍ବରୁ ଶୁଭ ମୁହୂର୍ତ୍ତ ଦେଖନ୍ତୁ । ବୁଝିବିଚାରି ନିଷ୍ପତ୍ତି ନିଅନ୍ତୁ ।

ପ୍ରତିକାର – ନିଜର ଖାଇବାର କିଛି ଅଂଶ ଗାଈକୁ ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :