• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 21st July 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ଯାନବାହାନ କ୍ରୟ କରିବାର ଯୋଗ ଅଛି

ସୌର କର୍କଟ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୨୧ ତାରିଖ ରବିବାର। ଚନ୍ଦ୍ର- ଧନୁ ପ୍ରାତଃ ୦୭.୨୭ ଗତେ ମକର। ତିଥି- ପୂର୍ଣ୍ଣିମା ଦିବା ୦୩.୪୭ ଗତେ ପ୍ରତିପଦ। ଘାତଚନ୍ଦ୍ର- ତୁଳା ଓ କୁମ୍ଭ ରାଶିର , ପ୍ରାତଃ ୦୭.୨୬ ଗତେ ସିଂହ ରାଶିର। ଘାତବାର- ମେଷ ରାଶିର। ପୁଷ୍କର ଦୋଷ- ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ରାତ୍ରି ୧୨.୧୩ ଗତେ ୧ ପାଦ-କୃଷିହାନି-ଭୂମିଦାନ।

Cancer

କର୍କଟ

Sunday 21 Jul 2024

ପୁନର୍ବସୁ- ଭଲ ଶାରୀରିକ ଏବଂ ମାନସିକ ସ୍ୱାସ୍ଥ୍ୟ ବଜାୟ ରଖିବେ । ଘରେ ଆରାମ କରିବାକୁ ଆପଣଙ୍କ ପାଖରେ ପ୍ରଚୁର ସମୟ ମିଳିବ । ବ୍ୟକ୍ତିଗତ ଏବଂ ବୃତ୍ତିଗତ ଜୀବନରେ ଅଧିକ ନିରାପଦ ଅନୁଭବ କରିବେ।

ପୁଷ୍ୟା- ମାର୍କେଟିଂ ବିକ୍ରୟ ଯୋଗାଯୋଗରେ ସଫଳତା ପାଇବେ । ସମାଜରେ ପ୍ରତିଷ୍ଠା ବୃଦ୍ଧି ହୋଇପାରେ । କୌଣସି ପୋଗ୍ରାମରେ ଗୀତ ଗାଇବା ପାଇଁ ସୁଯୋଗ ମିଳିପାର।

ଅଶ୍ଲେଷା-ଧନାଦିରେ ଅଭିବୃଦ୍ଧି ଘଟିପାରେ । ଶିକ୍ଷାକ୍ଷେତ୍ରରେ ବିଶୃଙ୍ଖଳା ଉପୁଜିପାରେ । କୋର୍ଟର ନିଷ୍ପତ୍ତି ବଦଳି ଯାଇପାରେ । ମହିଳାମାନଙ୍କୁ ଅଧିକ ପରିଶ୍ରମ କରିବାକୁ ପଡିପାରେ ।

ପ୍ରତିକାର – ବାପା ମା’ଙ୍କ ଚରଣ ସ୍ପର୍ଶ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :