• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 21st July 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ଯାନବାହାନ କ୍ରୟ କରିବାର ଯୋଗ ଅଛି

ସୌର କର୍କଟ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୨୧ ତାରିଖ ରବିବାର। ଚନ୍ଦ୍ର- ଧନୁ ପ୍ରାତଃ ୦୭.୨୭ ଗତେ ମକର। ତିଥି- ପୂର୍ଣ୍ଣିମା ଦିବା ୦୩.୪୭ ଗତେ ପ୍ରତିପଦ। ଘାତଚନ୍ଦ୍ର- ତୁଳା ଓ କୁମ୍ଭ ରାଶିର , ପ୍ରାତଃ ୦୭.୨୬ ଗତେ ସିଂହ ରାଶିର। ଘାତବାର- ମେଷ ରାଶିର। ପୁଷ୍କର ଦୋଷ- ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ରାତ୍ରି ୧୨.୧୩ ଗତେ ୧ ପାଦ-କୃଷିହାନି-ଭୂମିଦାନ।

Leo

ସିଂହ

Sunday 21 Jul 2024

ମଘା- ସମସ୍ତ କର୍ମରେ ଶୁଭଫଳ ପାଇବେ । ପ୍ରେମିକପ୍ରେମିକା ମାନେ ବିଶ୍ୱାସ ଭାଜନ ହେବେ । ନୂଆ ଲୋକଙ୍କ ସହ ସାକ୍ଷାତରେ ଆପଣଙ୍କୁ ଲାଭ ହେବ ।

ପୂ,ଫାଲଗୁନି- ରାଜନୈତିକ ଜୀବନ ଉତ୍ଥାନପତନରେ ଗତି କରିବେ । ଛାତ୍ରଛାତ୍ରୀମାନେ ଶୃଙ୍ଖଳିତ ହେବେ । ଶତ୍ରୁମାନଙ୍କର କ୍ରୋନ୍ତରୁ ଅଳ୍ପକେ ରକ୍ଷା ପାଇବେ । ମନ ଚାହୁଥିବା କାର୍ଯ୍ୟ ଆରମ୍ଭ କରିବେ ।

ଉ,ଫାଲଗୁନି- ଜମି କ୍ରୟ କରି ଖୁସି ରହିବେ । କୈାଣସି କଥାକୁ ନେଇ ଭାବୁକ ରହିବେ । ବ୍ୟବସାୟରେ ନୂଆ ସୁଯୋଗ ଓ କାମ ପାଇବେ । ଯେଉଁ କାମ କରିବାକୁ ଚାହିଁବେ ତାକୁ ମନପ୍ରାଣ ଢାଳି ପୂରା କରିଦେବେ ।

ପ୍ରତିକାର - ଶ୍ରୀ ରାମଙ୍କୁ ପୂଜା କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :