• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 21st July 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ଯାନବାହାନ କ୍ରୟ କରିବାର ଯୋଗ ଅଛି

ସୌର କର୍କଟ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୨୧ ତାରିଖ ରବିବାର। ଚନ୍ଦ୍ର- ଧନୁ ପ୍ରାତଃ ୦୭.୨୭ ଗତେ ମକର। ତିଥି- ପୂର୍ଣ୍ଣିମା ଦିବା ୦୩.୪୭ ଗତେ ପ୍ରତିପଦ। ଘାତଚନ୍ଦ୍ର- ତୁଳା ଓ କୁମ୍ଭ ରାଶିର , ପ୍ରାତଃ ୦୭.୨୬ ଗତେ ସିଂହ ରାଶିର। ଘାତବାର- ମେଷ ରାଶିର। ପୁଷ୍କର ଦୋଷ- ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ରାତ୍ରି ୧୨.୧୩ ଗତେ ୧ ପାଦ-କୃଷିହାନି-ଭୂମିଦାନ।

Virgo

କନ୍ୟା

Sunday 21 Jul 2024

ଉ,ଫଳଗୁନି- ଶାରିରୀକ ସମସ୍ୟାରୁ ମୁକ୍ତି ପାଇବେ । ଜୀବନରେ ଉନ୍ନତି ପାଇଁ ନୂଆ ସୁଯୋଗ ପାଇବେ । ଅଫିସରେ ଆପଣଙ୍କ ପାଖରେ କାମ ଅଧିକ ରହିବ।

ହସ୍ତା- କର୍ମକ୍ଷେତ୍ରରେ ଯେଉଁଭଳି ପରିସ୍ଥିତି ଆସିଲେ ମଧ୍ୟ ଆପଣ ସମ୍ଭାଳି ନେବେ । ରାଜନୀତିରେ ଭଲ ସୁଯୋଗର ଉପଯୋଗ କରିବେ । ଆର୍ଥିକ ଅବସ୍ଥାରେ ଉନ୍ନତି ଘଟିବ ।

ଚିତ୍ରା- ଆପଣଙ୍କର ମନ ଦୃଢ଼ ହେବ । ଆପଣ ଅଭିଜ୍ଞତା ଅର୍ଜନ କରିବେ ଯାହା ଫଳପ୍ରଦ ଏବଂ ମୂଲ୍ୟବାନ ପ୍ରମାଣିତ ହେବ । ପ୍ରତ୍ୟେକ ବାଧାବିଘ୍ନକୁ ଦୂର କରିବାରେ ସକ୍ଷମ ହେବ।

ପ୍ରତିକାର - ସକାଳୁ କାଉକୁ ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :