• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 21st July 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ଯାନବାହାନ କ୍ରୟ କରିବାର ଯୋଗ ଅଛି

ସୌର କର୍କଟ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୨୧ ତାରିଖ ରବିବାର। ଚନ୍ଦ୍ର- ଧନୁ ପ୍ରାତଃ ୦୭.୨୭ ଗତେ ମକର। ତିଥି- ପୂର୍ଣ୍ଣିମା ଦିବା ୦୩.୪୭ ଗତେ ପ୍ରତିପଦ। ଘାତଚନ୍ଦ୍ର- ତୁଳା ଓ କୁମ୍ଭ ରାଶିର , ପ୍ରାତଃ ୦୭.୨୬ ଗତେ ସିଂହ ରାଶିର। ଘାତବାର- ମେଷ ରାଶିର। ପୁଷ୍କର ଦୋଷ- ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ରାତ୍ରି ୧୨.୧୩ ଗତେ ୧ ପାଦ-କୃଷିହାନି-ଭୂମିଦାନ।

Libra

ତୁଳା

Sunday 21 Jul 2024

ଚିତ୍ରା- ଶାରୀରିକ ସମସ୍ୟାକୁ ଅଣଦେଖା କରିବା ଦ୍ୱାରା ସ୍ୱାସ୍ଥ୍ୟ ଜନିତ ନାନା ସମସ୍ୟା ବଢିବା ଦ୍ୱାରା ଏହାର ସମାଧାନ ପ୍ରତି ଆଗେଇ ଯିବେ। ପରିବାରରେ ଲୋକ ଆପଣଙ୍କ କଥାକୁ ସହମତି ଦେବେ।

ସ୍ୱାତୀ- ସାଙ୍ଗସାଥୀମାନଙ୍କ ସହ ସୁଖଭ୍ରମଣ ଯୋଗ ରହିଛି। କାମ ହାସଲରେ ନିଜ ଲୋକମାନେ ପ୍ରତିବନ୍ଧକ ସୃଷ୍ଟିଜନିତ ଅସୁବିଧାରେ ପକାଇପାରନ୍ତି ।

ବିଶାଖା- ଶତ୍ରୁତା କରୁଥିବା ବ୍ୟକ୍ତିମାନଙ୍କ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି। ଋଣ ସୂତ୍ରରେ ଅର୍ଥ ସଂଗ୍ରହ କରି ବାଣିଜ୍ୟରେ ବିନିଯୋଗ କରିପାରନ୍ତି । ସାହିତ୍ୟ, କଳା, ବୈଷୟିକ କ୍ଷେତ୍ରରୁ ପ୍ରଶଂସିତ ହେବେ।

ପ୍ରତିକାର – କମଳାଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :