• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 21st July 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ଯାନବାହାନ କ୍ରୟ କରିବାର ଯୋଗ ଅଛି

ସୌର କର୍କଟ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୨୧ ତାରିଖ ରବିବାର। ଚନ୍ଦ୍ର- ଧନୁ ପ୍ରାତଃ ୦୭.୨୭ ଗତେ ମକର। ତିଥି- ପୂର୍ଣ୍ଣିମା ଦିବା ୦୩.୪୭ ଗତେ ପ୍ରତିପଦ। ଘାତଚନ୍ଦ୍ର- ତୁଳା ଓ କୁମ୍ଭ ରାଶିର , ପ୍ରାତଃ ୦୭.୨୬ ଗତେ ସିଂହ ରାଶିର। ଘାତବାର- ମେଷ ରାଶିର। ପୁଷ୍କର ଦୋଷ- ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ରାତ୍ରି ୧୨.୧୩ ଗତେ ୧ ପାଦ-କୃଷିହାନି-ଭୂମିଦାନ।

Sagittarius

ଧନୁ

Sunday 21 Jul 2024

ମୂଳା- ପାରିବାରିକ ସ୍ଥିତି, ଲୋକ ସମ୍ପର୍କ, ସଭାସମିତି, ସାହିତ୍ୟ ସଭା ପ୍ରଭୃତିରୁ ଖୁସି ରହିବେ । କର୍ମକ୍ଷେତ୍ରରେ ସତର୍କରେ ନ ଚଳିଲେ ବିବାଦ ଘେରରେ ପଡ଼ିପାରନ୍ତି।

ପୂ,ଷାଢା- କେତେକ କ୍ଷେତ୍ରରେ ସବୁ ଜାଣିଶୁଣି ସୁଦ୍ଧା ଚୁପ୍ ରହିବାକୁ ବାଧ୍ୟ ହେବେ। ପିତାମାତା ମାନେ ସନ୍ତାନଙ୍କ ଗୌରବରେ ଗୌରବାନ୍ବିତ ହୋଇପାରନ୍ତି। ଅର୍ଥ ସଙ୍କଟରେ ପଡ଼ିଲେ ମଧ୍ୟ ସମସ୍ୟା ସମାଧାନ ହୋଇଯିବ।

ଉ,ଷାଢା- ପୈତୃକ ସମ୍ପତ୍ତିକୁ କେନ୍ଦ୍ରକରି ଟଣାଓଟରା ଦେଖାଦେବାର ଆଶଙ୍କା ରହିଛି । ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରନ୍ତୁ। କୌଣସି ଗୋଟିଏ ସ୍ଥାନରେ ଦୀର୍ଘ ସମୟ ରହିବା କଷ୍ଟପ୍ରଦ ମନେହେବ।

ପ୍ରତିକାର – ଶ୍ରୀରାମଙ୍କ ରକ୍ଷକ ସ୍ତୋତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :