• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 21st July 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ଯାନବାହାନ କ୍ରୟ କରିବାର ଯୋଗ ଅଛି

ସୌର କର୍କଟ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୨୧ ତାରିଖ ରବିବାର। ଚନ୍ଦ୍ର- ଧନୁ ପ୍ରାତଃ ୦୭.୨୭ ଗତେ ମକର। ତିଥି- ପୂର୍ଣ୍ଣିମା ଦିବା ୦୩.୪୭ ଗତେ ପ୍ରତିପଦ। ଘାତଚନ୍ଦ୍ର- ତୁଳା ଓ କୁମ୍ଭ ରାଶିର , ପ୍ରାତଃ ୦୭.୨୬ ଗତେ ସିଂହ ରାଶିର। ଘାତବାର- ମେଷ ରାଶିର। ପୁଷ୍କର ଦୋଷ- ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ରାତ୍ରି ୧୨.୧୩ ଗତେ ୧ ପାଦ-କୃଷିହାନି-ଭୂମିଦାନ।

Capricorn

ମକର

Sunday 21 Jul 2024

ଉ,ଷାଢା- କୈାଣସି କାର୍ଯ୍ୟରେ ସଫଳତା ହାସଲ କରିବେ । ମୂଲ୍ୟବାନ୍ ଦ୍ରବ୍ୟ କ୍ରୟ କରିପାରନ୍ତି । ବନ୍ଧୁ ମେଳରେ ଆନନ୍ଦ ଅନୁଭବ କରିବେ । ଉଦର ବ୍ୟଥା ଭୋଗି ପାରନ୍ତି।

ଶ୍ରବଣା- ସରକାରୀ ଓ ବେସରକାରୀ ସ୍ତରରେ ସମ୍ମାନିତ ହେବ । ବିଦ୍ୟାର୍ଥୀମାନେ ଦିଦ୍ୟାପ୍ରେମୀ ହୋଇପାରନ୍ତି । ରାଜନୈତିକ ସ୍ତରରେ ପ୍ରଂଶସିତ ହେବେ ।

ଧନିଷ୍ଠା- ସାହିତ୍ୟ, କଳା, ସଙ୍ଗୀତ, ଚଳଚ୍ଚିତ୍ର ଓ ରଚନାତ୍ମକ କାର‌୍ୟ୍ୟରେ ଅଗ୍ରଗତି ଘଟିବ।ଆଗାମୀ ମାଙ୍ଗଳିକ କାମ ସକାଶେ ଘର ସାଜସଜ୍ଜାରେ ବ୍ୟସ୍ତ ରହିପାରନ୍ତି ।ସଭାସମିତି, ଆଲୋଚନା କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡ଼ିପାରେ।

ପ୍ରତିକାର – ଭଗବାନ ବିଷ୍ଣୁଙ୍କ ବିଗ୍ରହକୁ ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :