Advertisment

Daily Horoscope 21st June 2023: ଏହି ରାଶିର ବ୍ୟକ୍ତି ବୁଦ୍ଧିର ଉପଯୁକ୍ତ ପ୍ରୟୋଗ କରି ଅନେକ କଷ୍ଟସାଧ୍ୟ କାମ କରିପାରିବେ

author-image
Rajalaxmi Sahoo
Daily Horoscope 21st June 2023: ଏହି ରାଶିର ବ୍ୟକ୍ତି ବୁଦ୍ଧିର ଉପଯୁକ୍ତ ପ୍ରୟୋଗ କରି ଅନେକ କଷ୍ଟସାଧ୍ୟ କାମ କରିପାରିବେ
ସୈାର ମିଥୁନ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୨୧ ତାରିଖ, ବୁଧବାର, ଚନ୍ଦ୍ର – କର୍କଟ ଅହୋରାତ୍ର, ତିଥି – ୩ୟା ଦିବା ୦୩.୧୦ ଗତେ ୪ର୍ଥୀ, ଘାତ ଚନ୍ଦ୍ର – ନାସ୍ତି, ଘାତ ବାର – କର୍କଟ, ପୁଷ୍କର ଦୋଷ – ନାସ୍ତି