ସୈାର ମିଥୁନ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୨୧ ତାରିଖ, ବୁଧବାର, ଚନ୍ଦ୍ର – କର୍କଟ ଅହୋରାତ୍ର, ତିଥି – ୩ୟା ଦିବା ୦୩.୧୦ ଗତେ ୪ର୍ଥୀ, ଘାତ ଚନ୍ଦ୍ର – ନାସ୍ତି, ଘାତ ବାର – କର୍କଟ, ପୁଷ୍କର ଦୋଷ – ନାସ୍ତି
ମୃଗଶିରା - ବ୍ୟୟ ବୃଦ୍ଧି ଯୋଗୁ କିମ୍ବା ପରିବହନରେ ସମସ୍ୟା ହେତୁ ବ୍ୟସ୍ତ ହେବେ । ମୁଣ୍ଡବ୍ୟଥା ଜନିତ ସମସ୍ୟା ଦେଖାଦେବ । ବ୍ୟବସାୟୀମାନେ କୌଶଳରେ କାର୍ଯ୍ୟ ହାସଲ କରିବେ।
ଆଦ୍ରା - କର୍ମାରମ୍ଭରେ ଉତ୍ସାହିତ ହେବେ ଓ ସଫଳତା ହାସଲ କରିବେ। ଧର୍ମାନୁଷ୍ଠାନରେ କାମ କରିବାର ସୁଯୋଗ ପାଇବେ । ରାଜନୀତିରେ ଶତ୍ରୁଙ୍କ ସଖ୍ୟା ବଢିବ ।
ପୁନର୍ବସୁ - ପରିସ୍ଥିତିବଶତଃ ନିକଟ ସମ୍ପର୍କୀୟଙ୍କ ସକାଶେ ବ୍ୟୟ କରିବାକୁ ବାଧ୍ୟ ହେବେ । କୋର୍ଟର ରାୟ ବିଳମ୍ବ ହୋଇପାରେ । ମହିଳାମାନଙ୍କ ଦିନ ଭଲରେ କଟିବ
ପ୍ରତିକାର – ସକାଳୁ ଛୋଟ ପିଲାଙ୍କୁ କିଛି ପିଜୁଳି ଖାଇବାକୁ ଦିଅନ୍ତୁ
ଶୁଭ ରଙ୍ଗ :ସବୁଜ
ଶୁଭ ସଂଖ୍ୟା :୫