• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 21st June 2023: ଏହି ରାଶିର ବ୍ୟକ୍ତି ବୁଦ୍ଧିର ଉପଯୁକ୍ତ ପ୍ରୟୋଗ କରି ଅନେକ କଷ୍ଟସାଧ୍ୟ କାମ କରିପାରିବେ

ସୈାର ମିଥୁନ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୨୧ ତାରିଖ, ବୁଧବାର, ଚନ୍ଦ୍ର – କର୍କଟ ଅହୋରାତ୍ର, ତିଥି – ୩ୟା ଦିବା ୦୩.୧୦ ଗତେ ୪ର୍ଥୀ, ଘାତ ଚନ୍ଦ୍ର – ନାସ୍ତି, ଘାତ ବାର – କର୍କଟ, ପୁଷ୍କର ଦୋଷ – ନାସ୍ତି

Leo

ସିଂହ

Wednesday 21 Jun 2023

ମଘା – ରୋଗ ପୀଡା ପାଇଁ ଚିନ୍ତାରେ ରହିବେ । ବ୍ୟବସାୟରେ କ୍ଷତିରେ ପଡିପାରନ୍ତି । ଘରକାମରେ ଭାଇ-ଭଉଣୀ ମାନେ ସହଯୋଗ କରିବେ ।
ପୂ , ଫାଲଗୁନୀ -  ପତ୍ନୀଙ୍କ ସହ ମନୋମାଳିନ୍ୟ ଦେଖାଦେଇପାରେ । ଅଫିସରେ ଉଚ୍ଚବର୍ଗର ବ୍ୟକ୍ତିବିଶେଷଙ୍କ ଦ୍ୱାରା ସହଯୋଗ ପାଇବେ । ଶିକ୍ଷାର୍ଥୀମାନେ ପଢାରେ ଚିନ୍ତିତ ରହିବେ ।
ଉ ,ଫାଲଗୁନୀ –  ଭୂସମ୍ପତ୍ତି ସମାନ ପରିମାଣରେ ଭାଗ ହୋଇପାରେ । ମହିଳାମାନେ ତରବରିଆ ଭାବେ କୌଣସି କାମ କରନ୍ତୁ ନାହିଁ । ସାମ୍ବାଦିକତା ତଥା କ୍ରୀଡ଼ା କ୍ଷେତ୍ରରେ ସଫଳତା ମିଳିପାରେ।

ପ୍ରତିକାର – ବିଷ୍ଣୁଙ୍କୁ ଲାଲ ମନ୍ଦାର ଦେଇ ଦିନଟି ଆରମ୍ଭ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :