ସୈାର ମିଥୁନ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୨୧ ତାରିଖ, ବୁଧବାର, ଚନ୍ଦ୍ର – କର୍କଟ ଅହୋରାତ୍ର, ତିଥି – ୩ୟା ଦିବା ୦୩.୧୦ ଗତେ ୪ର୍ଥୀ, ଘାତ ଚନ୍ଦ୍ର – ନାସ୍ତି, ଘାତ ବାର – କର୍କଟ, ପୁଷ୍କର ଦୋଷ – ନାସ୍ତି
ଉ , ଫାଲଗୁନୀ – ଆତ୍ମୀୟଙ୍କ ସ୍ୱାସ୍ଥ୍ୟରେ ଉନ୍ନତି ଘଟିବ । ପାରିବାରିକ କ୍ଷେତ୍ରରେ ପାରିପାର୍ଶ୍ୱିକ ପରିସ୍ଥିତି ଭଲ ରହିବାରୁ ଖୁସି ରହିବେ । ଚାକିରି କ୍ଷେତ୍ରରେ ଭଲ ବେତନ ପାଇବେ
ହସ୍ତା – ଆପଣଙ୍କ କାର୍ଯ୍ୟକଳାପରେ ଅସନ୍ତୁଷ୍ଟ ହୋଇ ସମ୍ପର୍କୀୟ ପଛରେ ସମାଲୋଚନା କରିପାରନ୍ତି । ଛାତ୍ରଛାତ୍ରୀମାନେ ପରିଶ୍ରମୀ ହେବେ । ସାହିତ୍ୟ, ସଙ୍ଗିତ ଓ ସୃଜନାଶୀଳତା ବୃଦ୍ଧି ପାଇବ ।
ଚିତ୍ରା – ନାନା ଭାବନା ଓ ଦ୍ୱିଧାଭାବ ଭିତରେ ଗତି କରି ପାରନ୍ତି । କଚେରି ମାମଲା କାରଣରୁ ଉଦ୍ବେଗ ବୃଦ୍ଧି ପାଇବ । ମହିଳାମାନେ ସମସ୍ୟାରେ ରହିବ ।
ପ୍ରତିକାର - ତ୍ରିପୁରା ସୁନ୍ଦରୀଙ୍କର ପୂଜା, ପାଠ କରନ୍ତୁ
ଶୁଭ ରଙ୍ଗ :ସବୁଜ
ଶୁଭ ସଂଖ୍ୟା :୫