ସୈାର ମିଥୁନ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୨୧ ତାରିଖ, ବୁଧବାର, ଚନ୍ଦ୍ର – କର୍କଟ ଅହୋରାତ୍ର, ତିଥି – ୩ୟା ଦିବା ୦୩.୧୦ ଗତେ ୪ର୍ଥୀ, ଘାତ ଚନ୍ଦ୍ର – ନାସ୍ତି, ଘାତ ବାର – କର୍କଟ, ପୁଷ୍କର ଦୋଷ – ନାସ୍ତି
ଚିତ୍ରା – ସ୍ୱାସ୍ଥ୍ୟ ଭଲ ରହିବ । ଯେଉଁ କାମ କରିବେ ସେଥିରେ ସଫଳତା ହାସଲ କରିବେ । ଦାମ୍ପତ୍ୟ ଜୀବନ ପ୍ରେମପୂର୍ବକ ବିତିବ
ସ୍ୱାତୀ – ବ୍ୟବସାୟରେ ଅନୁକୂଳ ବାତାବରଣ ଆସିବା ସହିତ ଧନ ବୃଦ୍ଧି ହୋଇପାରେ । କର୍ମକ୍ଷେତ୍ରରେ ଏକାଧିକ କାମ ହାତକୁ ନେଇ ବ୍ୟସ୍ତବିବ୍ରତ ହୋଇପାରନ୍ତି । ମହିଳା ମାନେ ତିରସ୍କୃତ ହୋଇପାରନ୍ତି
ବିଶାଖା – ଭଲ ସମ୍ପର୍କ ନ ଥିବା ଲୋକମାନେ ଅପପ୍ରଚାର କରିପାରନ୍ତି । ରାଜନୀତିରେ ସହାନୁଭୂତି ମିଳିବ । ମହିଳାମାନେ ଦାମ୍ପତ୍ୟ ସୌଖ ଉପଭୋଗ କରିବେ
ପ୍ରତିକାର – ପର୍ଶୁରାମ ଫଟକୁ ପୂଜାର୍ଚ୍ଚନା କରନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୬