• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 21st June 2023: ଏହି ରାଶିର ବ୍ୟକ୍ତି ବୁଦ୍ଧିର ଉପଯୁକ୍ତ ପ୍ରୟୋଗ କରି ଅନେକ କଷ୍ଟସାଧ୍ୟ କାମ କରିପାରିବେ

ସୈାର ମିଥୁନ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୨୧ ତାରିଖ, ବୁଧବାର, ଚନ୍ଦ୍ର – କର୍କଟ ଅହୋରାତ୍ର, ତିଥି – ୩ୟା ଦିବା ୦୩.୧୦ ଗତେ ୪ର୍ଥୀ, ଘାତ ଚନ୍ଦ୍ର – ନାସ୍ତି, ଘାତ ବାର – କର୍କଟ, ପୁଷ୍କର ଦୋଷ – ନାସ୍ତି

Scorpio

ବିଛା

Wednesday 21 Jun 2023

ବିଶାଖା – ନିଜ ଲୋକଙ୍କ ପରୋକ୍ଷ ଶତ୍ରୁତା ହେତୁ ଭାବପ୍ରବଣତା ବୃଦ୍ଦି ପାଇବ । ସରକାରୀ ସ୍ତରରୁ ଆଶା କରୁଥିବା ଶୁଭ ଖବର ପାଇ ଉଲ୍ଲସିତ ହେବେ । ଶିଳ୍ପ କ୍ଷେତ୍ରରେ ଉତ୍ପାଦନ ସୀମିତ ରହିବ ।
ଅନୁରାଧା – ସାମାଜିକ ସ୍ତରରେ ସମ୍ମାନୀୟ ବ୍ୟକ୍ତି ସହାୟତା କରିବେ । ପରିବାର ମଧ୍ୟରେ ନିଜର ମନୋଭାବକୁ ପ୍ରକାଶ କରନ୍ତୁ ନାହିଁ ।    ଶିକ୍ଷାର୍ଥୀମାନେ ଶିକ୍ଷାରେ ଏକାଗ୍ରତା ରକ୍ଷା କରିବେ
ଜ୍ୟେଷ୍ଠା  – ଜମିଜମା କ୍ରୟ ବିକ୍ରୟ କିମ୍ବା ନୂତନ ବାଣିଜ୍ୟ ଆରମ୍ଭ ପାଇଁ ମନ ବଳାଇବେ । ମହିଳାମାନେ ପୁରୁଣା ବନ୍ଧୁଙ୍କ ସହ ସମୟ ବିତାଇବେ । ସେବା ସମ୍ବନ୍ଧ କ୍ଷେତ୍ରରେ ଉଚ୍ଚ ଭୂମିକା ଗ୍ରହଣ କରିବେ ।

ପ୍ରତିକାର – ନୃସିଂହଙ୍କ ପୂଜା ସହିତ ମନ୍ତ୍ର ଜପ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :