ସୈାର ମିଥୁନ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୨୧ ତାରିଖ, ବୁଧବାର, ଚନ୍ଦ୍ର – କର୍କଟ ଅହୋରାତ୍ର, ତିଥି – ୩ୟା ଦିବା ୦୩.୧୦ ଗତେ ୪ର୍ଥୀ, ଘାତ ଚନ୍ଦ୍ର – ନାସ୍ତି, ଘାତ ବାର – କର୍କଟ, ପୁଷ୍କର ଦୋଷ – ନାସ୍ତି
ମୂଳା – ବନ୍ଧୁଗହଣରେ ଦର୍ଶନୀୟ ସ୍ଥାନ ଭ୍ରମଣ କରିପାରନ୍ତି । ଚାକିରି କ୍ଷେତ୍ରରେ କିଛି ସମସ୍ୟା ଦେଖାଦେବ । ଖାଦ୍ୟ ପ୍ରତି ସଜାଗ ରୁହନ୍ତୁ
ପୂ , ଷାଢା – ବୈବାହିକ କର୍ମ ସକାଶେ ପୁତ୍ରକନ୍ୟାଙ୍କ ହେତୁକ କେତେକ ସମସ୍ୟାକୁ ନେଇ ଚିନ୍ତିତ ହେବେ । ଅର୍ଜିତ ଧନ ଓ ମାନ ହରାଇବେ । ପିଲାମାନେ ସାଧାରଣ ଭାବେ ଉନ୍ନତି କରିବେ ।
ଉ , ଷାଢା – କୌଣସି ଘଟଣାରେ ସପୃକ୍ତ ହୋଇପାରନ୍ତି । ମହିଳାମାନେ କୌଣସି ଅଜଣା ବିପଦରେ ପଡି ପାରନ୍ତି । ନୂତନ ଯାନବାହନ କିମ୍ବା ଗୃହୋପକରଣ କିଣିବାକୁ ମନ ବଳାଇ ପାରନ୍ତି।
ପ୍ରତିକାର – ତାରାଙ୍କର ପୂଜାର୍ଚ୍ଚନା କରନ୍ତୁ
ଶୁଭ ରଙ୍ଗ :ହଳଦିଆ
ଶୁଭ ସଂଖ୍ୟା :୩