ସୈାର ମିଥୁନ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୨୧ ତାରିଖ, ବୁଧବାର, ଚନ୍ଦ୍ର – କର୍କଟ ଅହୋରାତ୍ର, ତିଥି – ୩ୟା ଦିବା ୦୩.୧୦ ଗତେ ୪ର୍ଥୀ, ଘାତ ଚନ୍ଦ୍ର – ନାସ୍ତି, ଘାତ ବାର – କର୍କଟ, ପୁଷ୍କର ଦୋଷ – ନାସ୍ତି
ଉ , ଷାଢା – ମାନସିକ ଅସ୍ଥିରତାକୁ ବୃଦ୍ଧି କରିବାରେ ବନ୍ଧୁଙ୍କ ପରୋକ୍ଷ କାର୍ଯ୍ୟାବଳୀ ଅନନ୍ୟ କାରଣ ହୋଇପାରେ । ପରିବାରରେ ସନ୍ତାନଙ୍କ କୃତି ଓ କୃତିତ୍ୱରେ ଖୁସି ହୋଇପାରନ୍ତି ।
ଶ୍ରବଣା – ଅଫିସ୍ରେ ସ୍ଥଗିତ କାମ ପାଇଁ ଉପରିସ୍ଥ କର୍ମଚାରୀ କଡା କଥା କହିପାରନ୍ତି । ଆନୁଷ୍ଠାନିକ କାର୍ଯ୍ୟ ସକାଶେ ପ୍ରସ୍ତୁତିପୂର୍ବ ଜୋରଦାର କରିପାରନ୍ତି ।
ଧନିଷ୍ଠା –ବ୍ୟବସାୟରେ ଆଶା ଅନୂରୂପ ଫଳ ପାଇବେ । ଗୃହସୀମା ପାଇଁ ସାମାନ୍ୟ ଝଗଡା ସୃଷ୍ଟି ହୋଇପାରେ । ମହିଳାମାନେ ଦାୟିତ୍ୱବାନ୍ ରହିବେ ।
ପ୍ରତିକାର – ମା ଶାରଳାଙ୍କ ଆରଧନା କରନ୍ତୁ
ଶୁଭ ରଙ୍ଗ :ନୀଳ
ଶୁଭ ସଂଖ୍ୟା :୮