• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 21st June 2024: ଏହି ରାଶିର ବ୍ୟକ୍ତି ଆଜି ନୂତନ ଯାନବାହନ କ୍ରୟ କରିବାର ସୁଯୋଗ ପାଇବେ

ସୌର ବୃଷମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୨୧ ତାରିଖ ଶୁକ୍ରବାର।ଚନ୍ଦ୍ର- ବିଛା ସନ୍ଧ୍ୟା ୦୬.୧୮ ଗତେ ଧନୁ ତିଥି- ୧୪ଶୀ ପ୍ରାତଃ ୦୭.୩୨ ଗତେ ପୂର୍ଣ୍ଣିମା ,ଘାତଚନ୍ଦ୍ର- ସନ୍ଧ୍ୟା ୦୬.୧୮ ଗତେ ତୁଳା ଓ କୁମ୍ଭ ରାଶିର ଘାତବାର- ବିଛା, ଧନୁ ଓ ମୀନ ରାଶିର ପୁଷ୍କର ଦୋଷ- ନାସ୍ତି

Aries

ମେଷ

Friday 21 Jun 2024

ଅଶ୍ୱନୀ- ସ୍ୱାସ୍ଥ୍ୟରେ ସାମାନ୍ୟ ବ୍ୟତିକ୍ରମ ଦେଖାଦେଇ ପାରେ । ନୂତନ ବ୍ୟବସାୟ କରିବାକୁ ଯୋଜନା କରୁଛନ୍ତି, ସେଥିରେ ସଫଳତା ପାଇବେ । ନିଜର କର୍ମ ଦ୍ୱାରା ସମାଜରେ ମାନ ସମ୍ମାନ ମଧ୍ୟ ଅର୍ଜିତ କରିପାରିବେ

ଦ୍ୱିଜା- କୈାଣସି ବରିଷ୍ଠ ନେତାଙ୍କ ପରାମର୍ଶରେ ନିର୍ବାଚନର ସୁଯୋଗ ପାଇପାରନ୍ତି । ଛାତ୍ରଛାତ୍ରି ମାନେ ଉଚ୍ଚଶିକ୍ଷା ପାଇଁ ପ୍ରସ୍ତୁତ ହେବେ । ଅଜଣା ବ୍ୟକ୍ତିଙ୍କ ଠାରୁ ଦୂରେଇ ରୁହନ୍ତୁ ।

କୃତିକା- ସମ୍ପତିକୁ ନେଇ ପାରିବାରିକ ସମସ୍ୟା ସମାଧାନ ହୋଇଯିବ । ନୂତନ ଯାନବାହନ କ୍ରୟ କରିବାର ସୁଯୋଗ ପାଇବେ । ମହିଳା ମାନେ ଖୁସିରେ ସମୟ ଅତିବାହିତ କରିବେ ।

ପ୍ରତିକାର – କୈାଣସି ଅସାହ୍ୟ ଲୋକଙ୍କୁ କିଛି ସାହାର୍ଯ୍ୟ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :