• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 21st June 2024: ଏହି ରାଶିର ବ୍ୟକ୍ତି ଆଜି ନୂତନ ଯାନବାହନ କ୍ରୟ କରିବାର ସୁଯୋଗ ପାଇବେ

ସୌର ବୃଷମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୨୧ ତାରିଖ ଶୁକ୍ରବାର।ଚନ୍ଦ୍ର- ବିଛା ସନ୍ଧ୍ୟା ୦୬.୧୮ ଗତେ ଧନୁ ତିଥି- ୧୪ଶୀ ପ୍ରାତଃ ୦୭.୩୨ ଗତେ ପୂର୍ଣ୍ଣିମା ,ଘାତଚନ୍ଦ୍ର- ସନ୍ଧ୍ୟା ୦୬.୧୮ ଗତେ ତୁଳା ଓ କୁମ୍ଭ ରାଶିର ଘାତବାର- ବିଛା, ଧନୁ ଓ ମୀନ ରାଶିର ପୁଷ୍କର ଦୋଷ- ନାସ୍ତି

Taurus

ବୃଷ

Friday 21 Jun 2024

କୃତିକା- ପାରିବାରିକ ଖର୍ଚ୍ଚ ବିଶେଷ ବୃଦ୍ଧି ପାଇବା ହେତୁ ଚିନ୍ତିତ ରହିବେ। କର୍ମକ୍ଷେତ୍ର ଭଲ ରହିଲେ ମଧ୍ୟ ପିଲାମାନଙ୍କ ସକାଶେ ମନ ଅସ୍ଥିର ରହିବ। ପରିସ୍ଥିତିବଶତଃ ଇଚ୍ଛା ନ ଥିଲେ ମଧ୍ୟ ଦୂରସ୍ଥାନକୁ ଯିବାପାଇଁ ବାଧ୍ୟ ହେବେ।

ରୋହିଣୀ- ବନ୍ଧୁଙ୍କ ନିମନ୍ତ୍ରଣ ପାଇ ହଠାତ୍ ଯାତ୍ରା କରିବାକୁ ପଡ଼ିପାରେ। ଶାରୀରିକ ଅସୁସ୍ଥତା ହେତୁ ବ୍ୟସ୍ତତା ପ୍ରକାଶ କରିପାରନ୍ତି । କିଛି ସାହାଯ୍ୟ ମାଧ୍ୟମରେ ଅନ୍ୟ ମାନଙ୍କୁ ନିଜ ସପକ୍ଷରେ ନେଇ କାମ ହାସଲ କରିବେ।

ମୃଗଶିରା- ସଙ୍ଗୀତ କ୍ଷେତ୍ରରେ ଥିବା ଲୋକଙ୍କୁ ଭଲ ସୁଯୋଗ ମିଳିବ । ମହିଳା ମାନେ ମୂଲ୍ୟବାନ୍ ଦ୍ରବ୍ୟ କ୍ରୟ କରିପାରନ୍ତି । ବାକି ପଡିଥିବା ପାଉଣା ଫେରି ପାଇବେ

ପ୍ରତିକାର – ମା ଲକ୍ଷ୍ମୀଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :