• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 21st June 2024: ଏହି ରାଶିର ବ୍ୟକ୍ତି ଆଜି ନୂତନ ଯାନବାହନ କ୍ରୟ କରିବାର ସୁଯୋଗ ପାଇବେ

ସୌର ବୃଷମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୨୧ ତାରିଖ ଶୁକ୍ରବାର।ଚନ୍ଦ୍ର- ବିଛା ସନ୍ଧ୍ୟା ୦୬.୧୮ ଗତେ ଧନୁ ତିଥି- ୧୪ଶୀ ପ୍ରାତଃ ୦୭.୩୨ ଗତେ ପୂର୍ଣ୍ଣିମା ,ଘାତଚନ୍ଦ୍ର- ସନ୍ଧ୍ୟା ୦୬.୧୮ ଗତେ ତୁଳା ଓ କୁମ୍ଭ ରାଶିର ଘାତବାର- ବିଛା, ଧନୁ ଓ ମୀନ ରାଶିର ପୁଷ୍କର ଦୋଷ- ନାସ୍ତି

Aquarius

କୁମ୍ଭ

Friday 21 Jun 2024

ଧନିଷ୍ଠା- ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହୋଇପାରେ । ଶିଳ୍ପ କ୍ଷେତ୍ରରେ ଶୁଭଫଳ ଲାଭ କରିବେ । କାର୍ଯ୍ୟରେ ସଫଳତା ମିଳିବାରୁ ମନ ପ୍ରସନ୍ନ ରହିବ ।

ଶତଭିଷା- ଚାକିରୀରେ ବ୍ୟତିକ୍ରମ ଦେଖାଦେଇ ପାରେ । ରାଜନୀତିରେ ପଦମର୍ଯ୍ୟାଦା ମିଳିବ । ଛାତ୍ର ଛାତ୍ରୀ ମାନେ ପାଠ ପଢା କ୍ଷେତ୍ରରେ ପଛୁଆ ରହିପାରନ୍ତି

ପୂ,ଭାଦ୍ରପଦ-ନୂତନ ଗୃହାରମ୍ଭ କରିପାରନ୍ତି । ଆୟ ଧିରେ ଧିରେ ବୃଦ୍ଧି ହେବ । ବିବାଦୀୟ ଘଟଣାରେ ଆପୋସ ଆଲୋଚନା ଦ୍ୱାରା ସମସ୍ୟାର ସମାଧାନ ହୋଇଯିବ

ପ୍ରତିକାର – ପକ୍ଷୀଙ୍କୁ କିଛି ଦାନା ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :