• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 21st June 2024: ଏହି ରାଶିର ବ୍ୟକ୍ତି ଆଜି ନୂତନ ଯାନବାହନ କ୍ରୟ କରିବାର ସୁଯୋଗ ପାଇବେ

ସୌର ବୃଷମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୨୧ ତାରିଖ ଶୁକ୍ରବାର।ଚନ୍ଦ୍ର- ବିଛା ସନ୍ଧ୍ୟା ୦୬.୧୮ ଗତେ ଧନୁ ତିଥି- ୧୪ଶୀ ପ୍ରାତଃ ୦୭.୩୨ ଗତେ ପୂର୍ଣ୍ଣିମା ,ଘାତଚନ୍ଦ୍ର- ସନ୍ଧ୍ୟା ୦୬.୧୮ ଗତେ ତୁଳା ଓ କୁମ୍ଭ ରାଶିର ଘାତବାର- ବିଛା, ଧନୁ ଓ ମୀନ ରାଶିର ପୁଷ୍କର ଦୋଷ- ନାସ୍ତି

Pisces

ମୀନ

Friday 21 Jun 2024

ପୂ,ଭାଦ୍ରପଦ- ବ୍ୟବସାୟ କ୍ଷେତ୍ରରେ ପ୍ରତିବନ୍ଧକ ଦୂରେଇଯିବ। ପାରିବାରିକ କ୍ଷେତ୍ରରେ ମିଶ୍ରିତ ଫଳ ଅନୁଭବ କରିବେ । କର୍ମ କ୍ଷେତ୍ରରେ ସମସ୍ୟା ସମାଧାନର ରାସ୍ତା ଖୋଜି ବାହାର କରିବେ।

ଉ,ଭାଦ୍ରପଦ- କର୍ମକ୍ଷେତ୍ରରେ ପ୍ରତ୍ୟେକ ମୁଖରୁ ପ୍ରଂଶସାବାଣୀ ଶୁଣିବେ ଓ ଉଚ୍ଚ ପଦସ୍ଥ ବ୍ୟକ୍ତିଙ୍କର ଆସ୍ଥାଭାଜନ ହେବେ । ଛାତ୍ରଛାତ୍ରି ମାନେ ପଢାରେ ମନୋନିବେଶ କରିବେ

ରେବତୀ- ନିର୍ବାଚନ କ୍ଷେତ୍ରରେ ଶତୃମାନଙ୍କୁ ମୁକାବିଲା କରି ପାରିବେ । ସମ୍ପତି ବଢାଇବାର ଯୋଜନା ସଫଳ ହେବ । ମହିଳା ମାନେ ଅଳ୍ପ ପ୍ରୟାସରେ କାମ ପୂର୍ଣ୍ଣ କରିବେ

ପ୍ରତିକାର – ହଳଦିଆ ରଙ୍ଗର ପୋଷାକ ବ୍ୟବହାର କରିବେ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :