• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 21st June 2024: ଏହି ରାଶିର ବ୍ୟକ୍ତି ଆଜି ନୂତନ ଯାନବାହନ କ୍ରୟ କରିବାର ସୁଯୋଗ ପାଇବେ

ସୌର ବୃଷମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୨୧ ତାରିଖ ଶୁକ୍ରବାର।ଚନ୍ଦ୍ର- ବିଛା ସନ୍ଧ୍ୟା ୦୬.୧୮ ଗତେ ଧନୁ ତିଥି- ୧୪ଶୀ ପ୍ରାତଃ ୦୭.୩୨ ଗତେ ପୂର୍ଣ୍ଣିମା ,ଘାତଚନ୍ଦ୍ର- ସନ୍ଧ୍ୟା ୦୬.୧୮ ଗତେ ତୁଳା ଓ କୁମ୍ଭ ରାଶିର ଘାତବାର- ବିଛା, ଧନୁ ଓ ମୀନ ରାଶିର ପୁଷ୍କର ଦୋଷ- ନାସ୍ତି

Cancer

କର୍କଟ

Friday 21 Jun 2024

ପୁନର୍ବସୁ- ଆପଣଙ୍କ ଆର୍ଥୀକ ସ୍ଥିତି ସୁଦୃଢ ରହିବ । ନିର୍ଦ୍ଧାରିତ ସମୟ ମଧ୍ୟରେ କାମ କରନ୍ତୁ ଆପଣଙ୍କୁ ଲାଭ ମିଳିବ । ଉତମ ବୁଝାବଣା ମାଧ୍ୟମରେ ପରିବାରିକ ଜୀବନ ମଧୁମୟ ରହିବ

ପୁଷ୍ୟା- ରାଜନୈତିକ କ୍ଷେତ୍ରରେ ଶତୃ ଓ ବିରୋଧିମାନେ ଅପଦସ୍ଥ ହେବେ । ଏକ ଭିନ୍ନ ପରିସ୍ଥିତିରେ ଭଟ୍ଟା ପଡ଼ିଥିବା ସମ୍ପର୍କ ପୁଣି ଯୋଡ଼ିବେ। ପ୍ରତ୍ୟୁଷ ଯାତ୍ରାରେ ସଫଳତା ମିଳିବ, କିନ୍ତୁ ଶାରୀରିକ ପରିଶ୍ରମଜନିତ ପୀଡ଼ା ଅନୁଭବ କରିବେ।

ଅଶ୍ଲେଷା- ସମାଜ ସେବା କରିବାରେ ମନଭାବ ପୋଷଣ କରିବେ । ଗୃହ ନିର୍ମାଣ ବା ଯାନବାହ. ଭୂମି କ୍ରୟ କରି ପାରିବେ । ମହିଳା ମାନେ ସୁସ୍ୱାଦ ଭୋଜନ କରିବେ

ପ୍ରତିକାର – ଚନ୍ଦ୍ରଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :