• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 21st June 2024: ଏହି ରାଶିର ବ୍ୟକ୍ତି ଆଜି ନୂତନ ଯାନବାହନ କ୍ରୟ କରିବାର ସୁଯୋଗ ପାଇବେ

ସୌର ବୃଷମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୨୧ ତାରିଖ ଶୁକ୍ରବାର।ଚନ୍ଦ୍ର- ବିଛା ସନ୍ଧ୍ୟା ୦୬.୧୮ ଗତେ ଧନୁ ତିଥି- ୧୪ଶୀ ପ୍ରାତଃ ୦୭.୩୨ ଗତେ ପୂର୍ଣ୍ଣିମା ,ଘାତଚନ୍ଦ୍ର- ସନ୍ଧ୍ୟା ୦୬.୧୮ ଗତେ ତୁଳା ଓ କୁମ୍ଭ ରାଶିର ଘାତବାର- ବିଛା, ଧନୁ ଓ ମୀନ ରାଶିର ପୁଷ୍କର ଦୋଷ- ନାସ୍ତି

Leo

ସିଂହ

Friday 21 Jun 2024

ମଘା- ଡାଇବେଟିସ୍ ଜନିତ ସମସ୍ୟା ଦୂର ହୋଇପାରେ । ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟରେ ଆଂଶିକ ସଫଳତା ପାଇବେ । ଚେଷ୍ଟା କରୁଥିବା କାମରେ ସମ୍ମାନ ଲାଭ ଓ ପଦମର‌୍ୟ୍ୟାଦା ବୃଦ୍ଧି ପାଇବ

ପୂ,ଫାଲଗୁନି- ଦମ୍ପତି ମାନଙ୍କର ସନ୍ତାନ ଲାଭର ଯୋଗ ରହିଛି । ସାହିତ୍ୟ, କଳା, ସଙ୍ଗୀତ, ଚଳଚ୍ଚିତ୍ର ଓ ରଚନାତ୍ମକ କାର‌୍ୟ୍ୟରେ ଅଗ୍ରଗତି ଘଟିବ । ଅତୀତ ଘଟଣା ବିଷୟରେ ଚିନ୍ତା କରି ମନ ଭଲ ଲାଗିବ ନାହିଁ।

ଉ,ଫାଲଗୁନି- ନିଜ କ୍ୟାରିୟରରେ ଟିକେ ସତର୍କ ରହିବାକୁ ପଡ଼ିବ । ଆଲୋଚନା କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡ଼ିପାରେ। ଜମଜିମା, ମାଲିମକଦ୍ଦମା, ଯୋଗାଯୋଗ, ସାମ୍ବାଦିକତାରେ ପ୍ରତିଷ୍ଠାର୍ଜନ କରିବେ।

ପ୍ରତିକାର – ଘରର ବଡ ଲୋକ ମାନଙ୍କଠାରୁ ଆର୍ଶିବାଦ ନେଇ କର୍ମ ଆରମ୍ଭ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :