• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 21st June 2024: ଏହି ରାଶିର ବ୍ୟକ୍ତି ଆଜି ନୂତନ ଯାନବାହନ କ୍ରୟ କରିବାର ସୁଯୋଗ ପାଇବେ

ସୌର ବୃଷମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୨୧ ତାରିଖ ଶୁକ୍ରବାର।ଚନ୍ଦ୍ର- ବିଛା ସନ୍ଧ୍ୟା ୦୬.୧୮ ଗତେ ଧନୁ ତିଥି- ୧୪ଶୀ ପ୍ରାତଃ ୦୭.୩୨ ଗତେ ପୂର୍ଣ୍ଣିମା ,ଘାତଚନ୍ଦ୍ର- ସନ୍ଧ୍ୟା ୦୬.୧୮ ଗତେ ତୁଳା ଓ କୁମ୍ଭ ରାଶିର ଘାତବାର- ବିଛା, ଧନୁ ଓ ମୀନ ରାଶିର ପୁଷ୍କର ଦୋଷ- ନାସ୍ତି

Virgo

କନ୍ୟା

Friday 21 Jun 2024

ଉ,ଫଳଗୁନି- ବିଶିଷ୍ଟ ବ୍ୟକ୍ତିଙ୍କ ଅନୁକମ୍ପା ଅପୂରଣୀୟ କାମନାକୁ କର୍ମକ୍ଷମ କରାଇବାରେ ସହାୟ ହେବ । ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ ଓ ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂରହେବ। ମାନସିକ ପ୍ରଫୁଲ୍ଲତା ଓ ବିଳାସବ୍ୟସନରେ ଜୀବନ ନିର୍ବାହ କରିବେ ।

ହସ୍ତା- ସରକାରୀ କାମ ପୂରା କରିବାରେ ସମୟ ଲାଗିପାରେ । ବିଜ୍ଞାନ ଛାତ୍ରଛାତ୍ରୀ ସଫଳତା ପାଇବେ । ରାଜନିତିରେ ସମସ୍ତଙ୍କ ପ୍ରତି ନମ୍ର ବ୍ୟବହାର ରହିବ । ଟଙ୍କା ନିବେଶ କରିଲେ ଆଶାତୀତ ଲାଭ ପାଇବେ

ଚିତ୍ରା- ଶିକ୍ଷାକ୍ଷେତ୍ରରେ ଉନ୍ନତି କରିବା ସହିତ ସାସ୍କୃତିକ କାର୍ଯ୍ୟରେ ଲୋକ ପ୍ରିୟତା ଅର୍ଜନ କରିବେ । ସାମାଜିକ ସଂସାର କାମରେ ସହଯୋଗ କରିବେ । ମହିଳା ମାନଙ୍କର ସନ୍ତାନଙ୍କ ବିଶୃଙ୍ଖଳିତ ଆଚରଣ ହେତୁକ ମନ ଉଦ୍ବିଗ୍ନ ରହିବ

ପ୍ରତିକାର - ବୁଧାଙ୍କ ଗାୟତ୍ରୀ ମନ୍ତ୍ର ଜପ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :