• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 21st June 2024: ଏହି ରାଶିର ବ୍ୟକ୍ତି ଆଜି ନୂତନ ଯାନବାହନ କ୍ରୟ କରିବାର ସୁଯୋଗ ପାଇବେ

ସୌର ବୃଷମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୨୧ ତାରିଖ ଶୁକ୍ରବାର।ଚନ୍ଦ୍ର- ବିଛା ସନ୍ଧ୍ୟା ୦୬.୧୮ ଗତେ ଧନୁ ତିଥି- ୧୪ଶୀ ପ୍ରାତଃ ୦୭.୩୨ ଗତେ ପୂର୍ଣ୍ଣିମା ,ଘାତଚନ୍ଦ୍ର- ସନ୍ଧ୍ୟା ୦୬.୧୮ ଗତେ ତୁଳା ଓ କୁମ୍ଭ ରାଶିର ଘାତବାର- ବିଛା, ଧନୁ ଓ ମୀନ ରାଶିର ପୁଷ୍କର ଦୋଷ- ନାସ୍ତି

Libra

ତୁଳା

Friday 21 Jun 2024

ଚିତ୍ରା- ଆପଣଙ୍କ ସମ୍ମାନରେ ଆଞ୍ଚ ଆସିପାରେ ତେଣୁ ସତର୍କ ରୁହନ୍ତୁ । ବାଣିଜ୍ୟ, ବ୍ୟବସାୟ, ନିର୍ମାଣ, କ୍ଷେତ୍ରରେ ଆଶାନୁରୂପ ଫଳ ପାଇବେ । ଦୂରଭ୍ରମଣର ସୁଯୋଗ ଜୁଟିଯିବାର ସମ୍ଭାବନା ରହିଛି।

ସ୍ୱାତୀ- ସଭାସମିତିରେ କାମଗୁଡିକ ସୁରୁଖୁରୁରେ ସମ୍ପନ୍ନ ହୋଇଯିବ । କର୍ମ କ୍ଷେତ୍ରରେ ନିଜର ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ । ପିଲାମାନେ ପାଠପଢା ପ୍ରତି ବିମୁଖ ହେବେ

ବିଶାଖା- ସାମାଜିକ କ୍ଷେତ୍ରରେ ଉଚ୍ଚବର୍ଗର ବ୍ୟକ୍ତି ସାହାଯ୍ୟ କରିବେ। ଋଣଗ୍ରସ୍ତ ହୋଇ ନୂତନ ଗୃହ ନିର୍ମାଣ କରି ପାରନ୍ତି । କେତେକ କ୍ଷେତ୍ରରେ ଜାଣିଶୁଣି ମଧ୍ୟ ନୀରବ ରହିବାକୁ ବାଧ୍ୟ ହେବେ

ପ୍ରତିକାର - ତ୍ରିପୁରା ସୁନ୍ଦରୀଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :