• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 21st June 2024: ଏହି ରାଶିର ବ୍ୟକ୍ତି ଆଜି ନୂତନ ଯାନବାହନ କ୍ରୟ କରିବାର ସୁଯୋଗ ପାଇବେ

ସୌର ବୃଷମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୨୧ ତାରିଖ ଶୁକ୍ରବାର।ଚନ୍ଦ୍ର- ବିଛା ସନ୍ଧ୍ୟା ୦୬.୧୮ ଗତେ ଧନୁ ତିଥି- ୧୪ଶୀ ପ୍ରାତଃ ୦୭.୩୨ ଗତେ ପୂର୍ଣ୍ଣିମା ,ଘାତଚନ୍ଦ୍ର- ସନ୍ଧ୍ୟା ୦୬.୧୮ ଗତେ ତୁଳା ଓ କୁମ୍ଭ ରାଶିର ଘାତବାର- ବିଛା, ଧନୁ ଓ ମୀନ ରାଶିର ପୁଷ୍କର ଦୋଷ- ନାସ୍ତି

Capricorn

ମକର

Friday 21 Jun 2024

ଉ,ଷାଢା- ଜୀବନ ଶୈଳୀରେ ସାବଧାନତା ଅବଲମ୍ବନ କଲେ ସବୁ ପୁରୁଣା ରୋଗରୁ ମୁକ୍ତି ମିଳିବ । ପରିବାରରେ ହସଖୁସିର ବାତାବରଣ ଖେଳିଯିବ । ଆଜି ଯେଉଁ କାମ ଆରମ୍ଭ କରିବେ ସେଥିରେ ସଫଳତା ମିଳିବ

ଶ୍ରବଣା- ଦିନଟି ସାମଗ୍ରିକ ଦୃଷ୍ଟିକୋଣରୁ ବହୁତ ଭଲରେ ଅତିବାହିତ ହେବ। ଆଧ୍ୟାତ୍ମିକ ମାମଲାରେ ବ୍ୟସ୍ତ ରହିବେ । କର୍ମ କ୍ଷେତ୍ରରେ କଠିନ ପରିଶ୍ରମ କରି ସନ୍ତୋଷ ଲାଭ କରିବେ ।

ଧନିଷ୍ଠା- ନୂତନ ବାହନଆଦି ପ୍ରାପ୍ତି ହେବାର ଯୋଗ ଅଛି । ମହିଳା ମାନେ ବିଦେଶ ଯାତ୍ରା କରି ପାରିବେ । ସତର୍କ ହୋଇ ଟଙ୍କା ଖର୍ଚ୍ଚ ନକରିଲେ ଅସୁବିଧାରେ ପଡିପାରନ୍ତି । ସିନେତାରକା ମାନେ ଭଲ ନାମ କମାଇବେ

ପ୍ରତିକାର – କାଳିଙ୍କ ଯନ୍ତ୍ରିକା ମହା କବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :