Advertisment

Daily Horoscope 21st March 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ନୂତନ ବାହନ ଆଦି ପ୍ରାପ୍ତି ହେବାର ଯୋଗ ଅଛି

author-image
Pallipuspa Samal
Daily Horoscope 21st March 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ନୂତନ ବାହନ ଆଦି ପ୍ରାପ୍ତି ହେବାର ଯୋଗ ଅଛି
ସୈାର ମୀନ ମାସ ଚୈତ୍ର କୃଷ୍ଣପକ୍ଷ । ଇଂରାଜୀରେ ୨୧ ତାରିଖ ମଙ୍ଗଳବାର । ଚନ୍ଦ୍ର – କୁମ୍ଭ ଦିବା ୧୧.୫୮ ଗତେ ମୀନ ତିଥି – ଅମାବାସ୍ୟା ରାତ୍ରି ୧୦.୫୩ ଗତେ ପ୍ରତିପଦ,ଘାତ ଚନ୍ଦ୍ର – ମିଥୁନ , ମୀନ ଦିବା ୧୧.୫୮ ଗତେ ଧନୁ,ଘାତ ବାର- ମକର,ପୁଷ୍କର ଦୋଷ – ୨ପାଦ- କୃଷି ଓ ବଂଶହାନି – ଭୂମି ଓ ତିଳକାଞନ ଦାନ ସନ୍ଧ୍ୟା ୦୫.୨୫ ଗତେ ୧ ପାଦ ।