ସୈାର ମୀନ ମାସ ଚୈତ୍ର କୃଷ୍ଣପକ୍ଷ । ଇଂରାଜୀରେ ୨୧ ତାରିଖ ମଙ୍ଗଳବାର । ଚନ୍ଦ୍ର – କୁମ୍ଭ ଦିବା ୧୧.୫୮ ଗତେ ମୀନ ତିଥି – ଅମାବାସ୍ୟା ରାତ୍ରି ୧୦.୫୩ ଗତେ ପ୍ରତିପଦ,ଘାତ ଚନ୍ଦ୍ର – ମିଥୁନ , ମୀନ ଦିବା ୧୧.୫୮ ଗତେ ଧନୁ,ଘାତ ବାର- ମକର,ପୁଷ୍କର ଦୋଷ – ୨ପାଦ- କୃଷି ଓ ବଂଶହାନି – ଭୂମି ଓ ତିଳକାଞନ ଦାନ ସନ୍ଧ୍ୟା ୦୫.୨୫ ଗତେ ୧ ପାଦ ।
ଅଶ୍ୱନୀ- ମଧୁର କଥାରେ ପରକୁ ଆପଣାର କରିପାରନ୍ତି । ଥଣ୍ଡାଜନିତ ଅସୁସ୍ଥତା ଅନୁଭବ କରିବେ । ଶିଳ୍ପ , ବାଣିଜ୍ୟ ଓ ବ୍ୟବସାୟରେ ନିଜର ଯୋଜନାମୁତାବକ କାମ କରିବେ । ପାରିବାରିକ କ୍ଷେତ୍ରରେ ବୁଝାବଣା ଠିକ୍ ରହିବ
କୃତିକା- ସରକାରୀ ଓ ବେସରକାରୀ ସ୍ତରରେ ସମ୍ମାନିତ ହେବ । ବିଦ୍ୟାର୍ଥୀ ମାନେ ଦିଦ୍ୟାପ୍ରେମୀ ହୋଇପାରନ୍ତି । ରାଜନୈତିକ ସ୍ତରରେ ପ୍ରଂଶସିତ ହେବେ । ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ
ଦ୍ୱିଜା- ବିବାଦରେ ମଧ୍ୟସ୍ଥି କରିବାରେ ନିବୃତ ରୁହନ୍ତୁ । ମହିଳା ମାନେ ଭ୍ରମଣର ସୁଯୋଗ ପାଇବେ । ନୂତନ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହୋଇପାରେ । ବନ୍ଧୁଙ୍କ ସହିତ ଦୂରଯାତ୍ରା କରି ପାରନ୍ତ
ପ୍ରତିକାର - ମାଆ ଦତାତ୍ରେୟଙ୍କ ମନ୍ତ୍ର ପାଠ କରନ୍ତୁ
ଶୁଭ ରଙ୍ଗ :ଲାଲ୍
ଶୁଭ ସଂଖ୍ୟା :୯