ସୈାର ମୀନ ମାସ ଚୈତ୍ର କୃଷ୍ଣପକ୍ଷ । ଇଂରାଜୀରେ ୨୧ ତାରିଖ ମଙ୍ଗଳବାର । ଚନ୍ଦ୍ର – କୁମ୍ଭ ଦିବା ୧୧.୫୮ ଗତେ ମୀନ ତିଥି – ଅମାବାସ୍ୟା ରାତ୍ରି ୧୦.୫୩ ଗତେ ପ୍ରତିପଦ,ଘାତ ଚନ୍ଦ୍ର – ମିଥୁନ , ମୀନ ଦିବା ୧୧.୫୮ ଗତେ ଧନୁ,ଘାତ ବାର- ମକର,ପୁଷ୍କର ଦୋଷ – ୨ପାଦ- କୃଷି ଓ ବଂଶହାନି – ଭୂମି ଓ ତିଳକାଞନ ଦାନ ସନ୍ଧ୍ୟା ୦୫.୨୫ ଗତେ ୧ ପାଦ ।
କୃତିକା- ଶାରୀରିକ ଅସୁସ୍ଥତା ଅନୁଭବ କରି ପାରନ୍ତି । ଭାଇ ବନ୍ଧୁମାନେ ସାହାର୍ୟ୍ୟ ପାଇ ଆନୁଷ୍ଠାନିକ କାମ ହାସଲ କରିବେ । କର୍ମକ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ କରିବେ । ଘରୋଇ ଚାକିରିଆଙ୍କୁ ନୂଆ ପକଳ୍ପ ମିଳିବ
ରୋହିଣୀ- ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ । ସାଂସୃତିକ ପରିବେଶରେ ଯୋଗ ଦାନ ଦେବେ । ବିଦ୍ୟାର୍ଥୀ ମାନେ ସଫଳତା ହାସଲ କରିବେ । ଶିଳ୍ପ ବାଣିଜ୍ୟରେ କ୍ଷେତ୍ରରେ ଅଭିବୃଦ୍ଧି ଘଟିପାରେ
ମୃଗଶିରା- ପୈତୃକ ସମ୍ପତିର ସମାଧାନ ହୋଇଯିବ । ଆପଣଙ୍କ ସ୍ୱଭାବ ଆଖପାଖର ବାତା ବରଣକୁ ମଜାଦାର କରିବ । ଅନ୍ୟ ମାନଙ୍କ ସମସ୍ୟାରେ ଆପଣ ବିଚଳିତ ହୋଇପାରନ୍ତି । ଉଚ୍ଚାଧିକାରୀ ଓ ସହକର୍ମୀ ମାନେ କର୍ମକ୍ଷେତ୍ରରେ ସହଯୋଗ କରିବେ
ପ୍ରତିକାର – ଦେବୀ ମନ୍ଦିରରେ ଅରୁଆ ଚାଉଳ ଦାନ କରନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୬