ସୈାର ମୀନ ମାସ ଚୈତ୍ର କୃଷ୍ଣପକ୍ଷ । ଇଂରାଜୀରେ ୨୧ ତାରିଖ ମଙ୍ଗଳବାର । ଚନ୍ଦ୍ର – କୁମ୍ଭ ଦିବା ୧୧.୫୮ ଗତେ ମୀନ ତିଥି – ଅମାବାସ୍ୟା ରାତ୍ରି ୧୦.୫୩ ଗତେ ପ୍ରତିପଦ,ଘାତ ଚନ୍ଦ୍ର – ମିଥୁନ , ମୀନ ଦିବା ୧୧.୫୮ ଗତେ ଧନୁ,ଘାତ ବାର- ମକର,ପୁଷ୍କର ଦୋଷ – ୨ପାଦ- କୃଷି ଓ ବଂଶହାନି – ଭୂମି ଓ ତିଳକାଞନ ଦାନ ସନ୍ଧ୍ୟା ୦୫.୨୫ ଗତେ ୧ ପାଦ ।
ଧନିଷ୍ଠା- ସୁସ୍ଥ ମାନସିକତା ରକ୍ଷା କରିବେ । ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ । ବିଦେଶୀ ବନ୍ଧୁଙ୍କ ଦ୍ୱାରା ଅଧିକ ଉପକୃତ ହେବେ । କର୍ମକ୍ଷେତ୍ରରେ ପ୍ରତ୍ୟେକ ମୁଖରୁ ପ୍ରଂଶସାବାଣୀ ଶୁଣିବେ ଓ ପଦସ୍ଥ ବ୍ୟକ୍ତିଙ୍କର ଆସ୍ଥାଭାଜନ ହେବେ
ଶତଭିଷା- କର୍ମକ୍ଷେତ୍ରରେ ନିମ୍ନ ବର୍ଗୀୟ ବ୍ୟକ୍ତି ବିଶେଷଙ୍କ ଠାରୁ ଲାଭବାନ୍ ହେବେ । ରାଜନୀତିରେ ପଛକଥାକୁ ଚିନ୍ତା କରି ବିରକ୍ତି ପ୍ରକାଶ କଲେ ଅନିଷ୍ଟକର ପରିସ୍ଥିତି ସୃଷ୍ଟି ହେବ
ପୂ, ଭାଦ୍ରପଦ- ଛାତ୍ରଛାତ୍ରୀ ମାନଙ୍କର ଧାର୍ମିକ ସାହିତ୍ୟ ପଢିବା ପାଇଁ ରୁଚି ବୃଦ୍ଧି ହେବ । ମହିଳା ମାନଙ୍କର ପାରିବାରିକ ଜୀବନ ଆନନ୍ଦରେ କଟିବ । ଆୟନ୍ ଅଦାଲତ ଥିବା ଦୁଶ୍ଚିନ୍ତା ଦୂର ହୋଇପାରେ
ପ୍ରତିକାର – ଦକ୍ଷିଣ କାଳୀଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
ଶୁଭ ରଙ୍ଗ :ନୀଳ
ଶୁଭ ସଂଖ୍ୟା :୮