ସୈାର ମୀନ ମାସ ଚୈତ୍ର କୃଷ୍ଣପକ୍ଷ । ଇଂରାଜୀରେ ୨୧ ତାରିଖ ମଙ୍ଗଳବାର । ଚନ୍ଦ୍ର – କୁମ୍ଭ ଦିବା ୧୧.୫୮ ଗତେ ମୀନ ତିଥି – ଅମାବାସ୍ୟା ରାତ୍ରି ୧୦.୫୩ ଗତେ ପ୍ରତିପଦ,ଘାତ ଚନ୍ଦ୍ର – ମିଥୁନ , ମୀନ ଦିବା ୧୧.୫୮ ଗତେ ଧନୁ,ଘାତ ବାର- ମକର,ପୁଷ୍କର ଦୋଷ – ୨ପାଦ- କୃଷି ଓ ବଂଶହାନି – ଭୂମି ଓ ତିଳକାଞନ ଦାନ ସନ୍ଧ୍ୟା ୦୫.୨୫ ଗତେ ୧ ପାଦ ।
ମୃଗଶିରା- ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ । ବ୍ୟବସାୟରେ ସଫଳତା ପାଇବା ପାଇଁ ସାମାନ୍ୟ ପରିଶ୍ରମ କରିବାକୁ ପଡିବ । ଦୂରେଇ ଯାଇଥିବା ବନ୍ଧୁ ଅତି ଆପଣାର ହେବେ । ଖଣି ଓ ଜଙ୍ଗଲ କ୍ଷେତ୍ରରେ କର୍ମରତ ବ୍ୟକ୍ତିମାନେ ସତର୍କତା ଅବଲମ୍ବନ କରିବା ଉଚିତ୍
ଆଦ୍ରା- ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରି ପ୍ରଂଶସିତ ହେବେ । କର୍ମକ୍ଷେତ୍ରରେ ଜବରଦସ୍ତି ନ୍ୟାୟମିଳିବା ଫଳରେ ପଦୋନ୍ନତି ସୂଚନା ପାଇ ମନ ଆନନ୍ଦ ହେବ । ରାଜନୈତିକ କ୍ଷେତ୍ରରେ ଉଚ୍ଚ କର୍ମକର୍ତାଙ୍କ ସୁଦୃଷ୍ଟି ପ୍ରାପ୍ତ ହେବ
ପୁନର୍ବସୁ- ଜମି ବିବାଦୀୟ ପରିସି୍ଥତି ଭିନ୍ନରୂପ ନେଇପାରେ । ମହିଳା ମାନଙ୍କର ମାନସିକ ସ୍ଥିତି ଭଲ ରହିବ ନାହିଁ । ବିଦ୍ୟାର୍ଥୀ ମାନେ ଜୋରଦାର ଉଦ୍ୟମ କରି ସଫଳତା ପାଇବେ । ପଛ କଥା ନଭାବି ବର୍ତମାନ ପରିସ୍ଥିତିକୁ ସାମ୍ନା କରିବେ
ପ୍ରତିକାର – ନିଜର ଖାଇବାର କିଛି ଅଂଶ ଗାଇକୁ ଖାଇବାକୁ ଦିଅନ୍ତୁ
ଶୁଭ ରଙ୍ଗ :ସବୁଜ
ଶୁଭ ସଂଖ୍ୟା :୫