ସୈାର ମୀନ ମାସ ଚୈତ୍ର କୃଷ୍ଣପକ୍ଷ । ଇଂରାଜୀରେ ୨୧ ତାରିଖ ମଙ୍ଗଳବାର । ଚନ୍ଦ୍ର – କୁମ୍ଭ ଦିବା ୧୧.୫୮ ଗତେ ମୀନ ତିଥି – ଅମାବାସ୍ୟା ରାତ୍ରି ୧୦.୫୩ ଗତେ ପ୍ରତିପଦ,ଘାତ ଚନ୍ଦ୍ର – ମିଥୁନ , ମୀନ ଦିବା ୧୧.୫୮ ଗତେ ଧନୁ,ଘାତ ବାର- ମକର,ପୁଷ୍କର ଦୋଷ – ୨ପାଦ- କୃଷି ଓ ବଂଶହାନି – ଭୂମି ଓ ତିଳକାଞନ ଦାନ ସନ୍ଧ୍ୟା ୦୫.୨୫ ଗତେ ୧ ପାଦ ।
ପୁନର୍ବସୁ- ଯୋଜନା ମୁତାବକ କାମ କଲେ କୈାଣସି ପ୍ରକାର ଅସୁବିଧା ହେବ ନାହିଁ । ଗୁରୁଜନଙ୍କ ସହମତରେ ଆଗକୁ ବଢିପାରିବେ । ଶାରୀରିକ କଷ୍ଟ ଭୋଗିପାରନ୍ତି । ସାମାଜିକ ଗଣ ମାଧ୍ୟମରେ ଦୀର୍ଘଦୀନ ଧରି ରହିବେ
ପୁଷ୍ୟା- ବ୍ୟବସାୟରେ ସଫଳତା ଅର୍ଜନ କରି ଆଶାତୀତ ଲାଭ ଉଠେଇବେ । କଠିନ ପରିଶ୍ରମ କରି ପଢାରେ ଆଗକୁ ବଢି ପାରିବେ । ସମାଜ ସେବାରେ ସ୍ୱନାମ ପାଇବେ । ପ୍ରତିଟି କାମ ମନ ଦେଇ କରିଲେ ସଫଳତା ପାଇବେ
ଅଶ୍ଳେଷା- ମହିଳା ମାନେ ଆନନ୍ଦମୟ ମୁହୂର୍ତ କାଟିବେ । ଘରୋଇ ଦାୟିତ୍ୱ ନେଇ ପରିବାର ଲୋକଙ୍କ ସହ କଥା ହେବେ । ସଙ୍ଗୀତ କ୍ଷେତ୍ରରେ ଥିବା ଲୋକଙ୍କୁ ଭଲ ସୁଯୋଗ ମିଳିବ
ପ୍ରତିକାର – ବରଗଛ ମୂଳରେ କ୍ଷୀର ଢାଳି ଦିନ ଆରମ୍ଭ କରନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୨