ସୈାର ମୀନ ମାସ ଚୈତ୍ର କୃଷ୍ଣପକ୍ଷ । ଇଂରାଜୀରେ ୨୧ ତାରିଖ ମଙ୍ଗଳବାର । ଚନ୍ଦ୍ର – କୁମ୍ଭ ଦିବା ୧୧.୫୮ ଗତେ ମୀନ ତିଥି – ଅମାବାସ୍ୟା ରାତ୍ରି ୧୦.୫୩ ଗତେ ପ୍ରତିପଦ,ଘାତ ଚନ୍ଦ୍ର – ମିଥୁନ , ମୀନ ଦିବା ୧୧.୫୮ ଗତେ ଧନୁ,ଘାତ ବାର- ମକର,ପୁଷ୍କର ଦୋଷ – ୨ପାଦ- କୃଷି ଓ ବଂଶହାନି – ଭୂମି ଓ ତିଳକାଞନ ଦାନ ସନ୍ଧ୍ୟା ୦୫.୨୫ ଗତେ ୧ ପାଦ ।
ମଘା- ରାସ୍ତାଘାଟରେ ଯଥେଷ୍ଟ ସତର୍କତା ହୋଇ ଚଳିବା ଉଚିତ୍ । ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତି ହେବ । କର୍ମକ୍ଷେତ୍ରରେ ସମନ୍ୱୟ ରକ୍ଷାକରିବା ଫଳରେ ବନ୍ଧୁତ୍ୱ ବୃଦ୍ଧି ପାଇବ
ପୂ- ଫାଲ୍ଗୁନୀ- ସାମାଜିକ କାର୍ୟ୍ୟରେ ସଫଳତା ପାଇବେ । ସହଯୋଗୀ ମାନଙ୍କ ଯୋଗୁ କର୍ମକ୍ଷେତ୍ରରେ ଭଲ କରିବେ । ଶିକ୍ଷାର୍ଥୀ ମାନଙ୍କ ପାଇଁ ଅଧ୍ୟୟନରେ ଆଗ୍ରହ ବଢିବ । ନିଜ ସିଦ୍ଧାନ୍ତରେ ଅଟଳ ରହିବା ଫଳରେ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ
ଉ- ଫାଲ୍ଗୁନୀ- କଚେରି ମାମଲାରେ କ୍ଷେତ୍ରରେ ଆଶାଜନକ ଫଳ ପାଇବେ । ମହିଳା ମାନେ କାର୍ୟ୍ୟବ୍ୟସ୍ତ ରହିବେ । ଅଫିସ୍ କାମ କରିବା ବେଳେ ମନକୁ ବିଭିନ୍ନ ପ୍ରକାର ଯୋଜନା ଆସିବ । ପରିଜନଙ୍କ ଉନ୍ନତିରେ ଆନନ୍ଦିତ ହେବେ
ପ୍ରତିକାର - ଶ୍ରୀ ରାମଙ୍କୁ ପୂଜା କରନ୍ତୁ
ଶୁଭ ରଙ୍ଗ :ନାରଙ୍ଗୀ
ଶୁଭ ସଂଖ୍ୟା :୧